ରାଜ୍ୟର ବଲାଙ୍ଗିର ଜିଲ୍ଲାରେ ଥିବା ବଡ଼ମାଳ ଗୋଳାବାରୁଦ କାରଖାନାରେ କିଛି ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ପ୍ରାର୍ଥୀଙ୍କୁ ମାସିକ ୧୯,୯୦୦ ଟଙ୍କା ବେତନ ସହିତ ମହଙ୍ଗା ଭତ୍ତା ପ୍ରଦାନ କରାଯିବ । ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ବିଜ୍ଞପ୍ତି ଲିଙ୍କକୁ ଯାଇ ନିଯୁକ୍ତି ସମ୍ବନ୍ଧୀୟ ସବିଶେଷ ତଥ୍ୟ ପାଇ ପାରିବେ ।ଅଣସଂରକ୍ଷିତଙ୍କ ପାଇଁ ୩୨ଟି, ଅନ୍ୟ ପଛୁଆ ବର୍ଗ (ଓବିସି) (ଏନସିଏଲ)ଙ୍କ ପାଇଁ ୨୦ଟି, ଅନୁସୂଚିତ ଜାତି (ଏସସି)ଙ୍କ ପାଇଁ ୧୧ଟି, ଅନୁସୂଚିତ ଜନଜାତି (ଏସଟି)ଙ୍କ ପାଇଁ ୫ଟି, ଆର୍ଥିକ କ୍ଷେତ୍ରରେ ପଛୁଆ ଶ୍ରେଣୀ (ଇଡବ୍ଲ୍ୟୁଏସ)ଙ୍କ ପାଇଁ ୭ଟି ଓ ପୂର୍ବ ସେନା କର୍ମଚାରୀଙ୍କ ପାଇଁ ୭ଟି ପଦ ଖାଲି ରହିଛି । ଚଳିତ ବର୍ଷ ଜାନୁଆରୀ ମାସ ପହିଲା ସୁଦ୍ଧା ପ୍ରାର୍ଥୀଙ୍କ ବୟସ ୩୫ ବର୍ଷ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ୟ୍ୟ କରାଯିବ । ମାର୍ଚ୍ଚ ମାସ ୩୦ ତାରିଖ ସୁଦ୍ଧା ଆବେଦନ ପତ୍ର ଗ୍ରହଣ କରାଯିବ ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
Prev Post