Nilachal Seva Pratisthan(NSP) ପକ୍ଷରୁ ବିଭିନ୍ନ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ସେନେଇ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ତେବେ ଏଥିରେ ସବୁଠାରୁ ବଡ଼ କଥା ହେଉଛି ଯେ, ଆପଣ ଦଶମ ଫେଲ ହୋଇଥିଲେ ମଧ୍ୟ ଏହି ସରକାରୀ ଚାକିରି ଆବେଦନ କରିପାରିବେ। ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ଅଫିସିଆଲ୍ ୱେବ୍ସାଇଟ୍ nsp.org.inକୁ ଯାଇ ଆବେଦନ କରିପାରିବେ। ଯେଉଁଥିରେ ଉଭୟ ଅନ୍ଲାଇନ୍ ଓ ଅଫ୍ଲାଇନ୍ ମୋଡ୍ରେ ଆବେଦନ ପ୍ରକ୍ରିୟା ରହିଛି।ବିଜ୍ଞପ୍ତି ଅନୁଯାୟୀ, ହାଉସ୍ ମଦର୍ ପାଇଁ ୨ଟି ପୋଷ୍ଟ୍, ହାଉସ୍ ଫାଦରରେ ୨ଟି ପୋଷ୍ଟ୍, ପାରାମେଡିକାଲ୍ ଷ୍ଟାଫ୍ ପାଇଁ ୧ଟି ପୋଷ୍ଟ୍ ବାହାରିଛି। ସେହିପରି ରୋଷେୟାରେ ୨ଟି ପୋଷ୍ଟ୍, ହେଲ୍ପରରେ ୧ଟି ପୋଷ୍ଟ୍, ହାଉସ୍ କିପର ୧ଟି ପୋଷ୍ଟ୍, ଆୟା ୨ଟି ପୋଷ୍ଟ୍, ପରିଚାଳକ / ସଂଯୋଜକ ପାଇଁ ୧ଟି ପୋଷ୍ଟର ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ୧୬ ଡିସେମ୍ବର ୨୦୨୩ ଆବେଦନ ଶେଷ ତାରିଖ ରଖାଯାଇଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Next Post