ଜୁନ୍ ମାସ ୨୫ ତାରିଖରୁ ଏହି ଦୁଇ ପଦ ପାଇଁ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ । ଜୁଲାଇ ୪ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ । ପ୍ରଥମ ଶିଟିଂରେ ସକାଳରୁ ୯ଟାରୁ ୧୨ଟା ପର୍ଯ୍ୟନ୍ତ ଓ ଦ୍ୱିତୀୟ ଶିଟିଂର ଦ୍ୱିପ୍ରହର ୨ଟାରୁ ୫ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଏନେଇ ଓଡ଼ିଶା ଲୋକସେବା ଆୟୋଗ (ଓପିଏସସି) ତରଫରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି । ଆସନ୍ତା ମାସ ୧୯ ତାରିଖ ପରଠାରୁ ପ୍ରାର୍ଥୀମାନେ ଅଫିସିଆଲ ୱେବସାଇଟରୁ ନିଜ ନିଜର ଆଡମିସନ ସାର୍ଟିଫିକେଟ୍ ଡାଉନଲୋଡ୍ କରିପାରିବେ ।
Trending
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
- ସୁରକ୍ଷାକର୍ମୀଙ୍କ ଗୁଳିରେ ୬ ନକ୍ସଲ ନିପାତ
- ୪ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି ଆମେରିକାର ଉପରାଷ୍ଟ୍ରପତି
- ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି
- ଆସନ୍ତାକାଲି ସମ୍ବଲପୁରରେ ହେବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ଶିବିର
- ଈଶାନଙ୍କ ପ୍ରେମରେ ଆଲିଆଙ୍କ ବଡ଼ ଭଉଣୀ
- ଶୁଭମନ ଗିଲଙ୍କ ଉପରେ ଲାଗିଲା ଜୋରିମାନା
- ମହାନଦୀର ଗଭୀର ଜଳ ରାଶି ଭିତରେ ଚେସ ଖେଳିଲେ ସୂର୍ଯ୍ୟବଂଶୀ ସୂରଜ
- ବିବାହ ବନ୍ଧନରେ ବାନ୍ଧି ହେଲେ କେଜ୍ରିଓ୍ବାଲଙ୍କ ଝିଅ ହର୍ଷିତା
- ପୁରୀ ଚନ୍ଦନା ଯାତ୍ରାରେ ବାଣରେ ଲାଗିଲା ରୋକ
Prev Post
Next Post