ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ ସି ) ଦ୍ଵାରା ପରିଚାଳିତ ଓଡିଶା ସିଭିଲ ସର୍ଭିସ(ଓସିଏସ୍) ପ୍ରିଲିମ୍ ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଅକ୍ଟୋବର ୨୭ ତାରିଖରେ ହେବ ଓଏଏସ୍ ପ୍ରିଲିମ୍ ପରୀକ୍ଷା । ପ୍ରିଲିମ୍ ପରୀକ୍ଷା ନେଇ ଓପିଏସ୍ସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । OPSC WEBSITE http://opsc.gov.inରେ ରହିଛି ସମସ୍ତ ବିବରଣୀ । ଏହି ୱେବ୍ ସାଇଟରେ ସମସ୍ତ ବିଷୟରେ ଯାଞ୍ଚ୍ କରିପାରିବେ ପରୀକ୍ଷୀର୍ଥୀ ।
Trending
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
- ଗଣତନ୍ତ୍ରରେ ଲୋକଙ୍କ ସମସ୍ୟାର ସମାଧାନ ପାଇଁ ବିଚାର ମନ୍ଥନ ହେଉଛି ସର୍ବୋତ୍ତମ ଉପାୟ
- ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ବୃଦ୍ଧି ପାଇଛି,୮ଟି ଫାଟକ ବନ୍ୟାଜଳ ନିଷ୍କାସନ
- ଯୌତୁକ ପାଇଁ ନିକ୍କିଙ୍କୁ ଜାଳିଥିଲା, ଏବେ ପୁଲିସ କଲା ଏନକାଉଣ୍ଟର
- ସମ୍ବଲପୁରରେ ହେବ ଓୟୁଏଟିର କ୍ୟାମ୍ପସ
- ବୁଲା କୁକୁରଙ୍କୁ ମାଂସ ଦିଆଯିବ ନାହିଁ
Prev Post