ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ତରଫରୁ କିଛି ପଦରେ ନିଯୁକ୍ତି ଦିଅ।।ଯିବ । ଏନେଇ ଓୟୁଏଟି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ଶାରୀରିକ ଶିକ୍ଷା ପ୍ରଶିକ୍ଷକ (ପିଇଆଇ)ରେ ନିଯୁକ୍ତି ଦିଆଯିବ । ପ୍ରାର୍ଥୀଙ୍କୁ ମାସିକ ୨୦ ହଜାର ଟଙ୍କା ବେତନ ପ୍ରଦାନ କରାଯିବ । ପ୍ରାର୍ଥୀଙ୍କ ଶିକ୍ଷାଗତ ଯୋଗ୍ୟତା B.PEd / C.PEd/ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ୍ ସ୍ପୋର୍ଟ୍ସ (ଏନଆଇଏସ)ରୁ ପିଜି ଡିପ୍ଲୋମା ରହିଥିବା ଆବଶ୍ୟକ । ଏହି ନିଯୁକ୍ତି ବାବଦରେ ସବିଶେଷ ତଥ୍ୟ ଜାଣିବା ପାଇଁ ଇଚ୍ଛୁକ ପ୍ରାର୍ଥୀମାନେ https://ouat.ac.in/ ୱେବସାଇଟକୁ ପରିଦର୍ଶନ କରିପାରିବେ । ଅଗଷ୍ଟ ମାସ ୭ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କୁ ଏଥିରେ ଆବେଦନ କରିବାକୁ ପଡ଼ିବ ।
Trending
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
- ନୂଆପଡ଼ାରେ ତିନି ପ୍ରମୁଖ ରାଜନୈତିକ ଦଳଙ୍କ ଫୋକସରେ ଚାଷୀ, ମହିଳା
Prev Post
Next Post