ରାଜ୍ୟରେ ହଜାରେ କି ଦୁଇ ହଜାର ନୁହେଁ ଏକାକାଳୀନ ନିଯୁକ୍ତ ପାଇବେ ୧୬ ହଜାର କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀ। ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୬ ହଜାର ୯ ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ(ସ୍କେମାଟିକ୍)ଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କଳିଙ୍ଗ ଷ୍ଟାଡିୟମଠାରେ ଶନିବାର ଅନୁଷ୍ଠିତ ହେବାକୁ ଥିବା ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ(ସ୍କେମାଟିକ୍)ଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ଯୋଗଦେଇ ମାର୍ଗଦର୍ଶନ କରାଇବେ।କାର୍ଯ୍ୟକ୍ରମରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।
Trending
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
- ପ୍ରଧାନମନ୍ତ୍ରୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
- ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
- ଗୁରୁ ହିଁ ସାକ୍ଷାତ ଈଶ୍ବର
- ଭାରତ ବନ୍ଦ କରିବ କି ୟୁକ୍ରେନ ଯୁଦ୍ଧ