କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ନିଯୁକ୍ତି ବିଜ୍ଞପ୍ତି ଜାରି କରାଯାଇଛି । ପ୍ରାର୍ଥୀଙ୍କୁ ରିସର୍ଚ୍ଚ ଆସିଷ୍ଟାଣ୍ଟ, ଟେକ୍ନିସିଆନ, ଲାବୋରେଟୋରୀ ଆଟେଣ୍ଡାଣ୍ଟ, ଲାବୋରେଟୋରୀ ଆସିଷ୍ଟାଣ୍ଟ ଗ୍ରେଡ-୨, ଇନସେକ୍ଟ କଲେକ୍ଟର, ଟେକ୍ନିସିଆନ, ଲାବୋରେଟୋରୀ ଟେକ୍ନିସିଆନ, ହେଲଥ ଇନ୍ସପେକ୍ଟର ଆଦି ପଦରେ ନିଯୁକ୍ତି ଦିଆଯିବ ନଭେମ୍ବର ମାସ ୧୦ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ୩୦ ତାରିଖରେ ସମାପ୍ତ ହେବ । ଡିସେମ୍ବର ମାସ ୧ ତାରିଖ ସୁଦ୍ଧା ପ୍ରାର୍ଥୀମାନେ ଅନଲାଇନରେ ପେମେଣ୍ଟ ଦାଖଲ କରିପାରିବେ । ଆବେଦନର ଅନ୍ତିମ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ସର୍ବନିମ୍ନ ବୟସ ୧୮ ଓ ସର୍ବାଧିକ ବୟସ ୩୫ ବର୍ଷ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ ।
Trending
- ଭିଜିଲାନ୍ସ ଜାଲରେ ବାଲିଗୁଡ଼ା ITDA ସହକାରୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା,ଏକା ସାଙ୍ଗରେ ୯ଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ
- ରାଜ୍ୟରେ ୩୦ ତାରିଖ ଯାଏଁ ବସ୍ ଧର୍ମଘଟ ସ୍ଥଗିତ ,ବସ୍ ଭଡ଼ା ବୃଦ୍ଧି ହେବା ନେଇ ଆଜି ବସିଥିବା ଦ୍ୱିପାକ୍ଷିୟ ବୈଠକ ଅପାତତଃ ସଫଳ
- ଆଇଡବ୍ଲୁଟି କୁ ନେଇ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି ଭାରତ, ଯେଉଁ ପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ବନ୍ଦ ନ କରିଛି ସେ ପର୍ଯ୍ୟନ୍ତ ଏହି ସନ୍ଧି ସ୍ଥଗିତ ରହିବ
- ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାର ତଦନ୍ତ ସାରି ଦିଲ୍ଲୀ ଫେରିଲା NHRC ଟିମ୍ ,ADG ଦୟାଲ ଗଙ୍ଗୱାରଙ୍କ ସମେତ ଅନ୍ୟ ସମସ୍ତଙ୍କୁ ପଚରାଉଚରା ହୋଇଛି
- ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଚାଲିଥିବା ପରିଚାଳନା କମିଟି ବୈଠକ ଶେଷ,ନୀଳାଦ୍ରି ବିଜେ ପରେ ଗଣତି ମଣତି କାର୍ଯ୍ୟ ହେବ
- ଖାନ ସାରଙ୍କ ବିରୋଧରେ ହତ୍ୟା ଉଦ୍ୟମ ଏବଂ ଅସ୍ତ୍ରଶସ୍ତ୍ର ଆଇନ ଉଲ୍ଲଙ୍ଘନ ଅନୁଯାୟୀ ଏକ ମାମଲା ରୁଜୁ
- ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ଦେବାଶିଷ ସାମନ୍ତରାୟ
- କନଷ୍ଟେବଳ ସୌମ୍ୟରଞ୍ଜନ ମୃତ୍ୟୁ ଘଟଣା: ଆଜି NHRC ତଦନ୍ତର ଶେଷ ଦିନ
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
Prev Post
Next Post