ବିଶ୍ବ ଓଡ଼ିଆ ଭାଷା ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ତାହାକୁ ନଜରରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୩ ଦିନିଆ ବିଦ୍ୟାଳୟ ସ୍ତରୀୟ ଉତ୍ସବ ମାଧ୍ୟମରେ ଓଡ଼ିଆ ଭାଷା ଓ ସଂସ୍କୃତିର ପ୍ରଚାର ପ୍ରସାର କରିବାକୁ ଲକ୍ଷ୍ୟ ରଖିଛି। ଛାତ୍ରଛାତ୍ରୀଙ୍କ ମଧ୍ୟରେ ସ୍ଥାନୀୟ ଭାଷା ପ୍ରତି ସକରାତ୍ମକ ମନୋଭାବ ଜାଗ୍ରତ କରିବାକୁ ପ୍ରତି ବିଦ୍ୟାଳୟରେ ଏହି ଦିନିକିଆ କାର୍ଯ୍ୟକ୍ରମ ଆୟୋଜିତ ହେବ। ଯାହାକି ସେମାନଙ୍କ ସ୍ଥାନୀୟ ସଂସ୍କୃତି ଓ ପରମ୍ପରାକୁ ପ୍ରୋତ୍ସାହିତ କରିବ। ବିଦ୍ୟାଳୟ ସ୍ତରୀୟ ଉତ୍ସବର ସର୍ବୋତ୍ତମ ପ୍ରକଳ୍ପଗୁଡ଼ିକ ବ୍ଲକସ୍ତରୀୟ ଉତ୍ସବରେ ୪ ତାରିଖରେ ପ୍ରଦର୍ଶିତ ହେବ। ଯଦି ସେହି ପ୍ରକଳ୍ପ ବ୍ଲକସ୍ତରରେ ମନୋନୀତ ହୁଏ, ତାହାକୁ ୫ ତାରିଖରେ ଜିଲ୍ଲାସ୍ତରୀୟ ଉତ୍ସବରେ ପ୍ରଦର୍ଶନ କରାଯିବ।
Trending
- ଦିଲ୍ଲୀରେ ସମସ୍ତ ମାଂସ ଦୋକାନ ବନ୍ଦ
- ଆଜି ମୁଣ୍ଡୁଳିରେ ପହଞ୍ଚିବ ହୀରାକୁଦ ପାଣି
- ଆଜି ଠୁ ରାଜ୍ୟବ୍ୟାପୀ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ
- ରଥ ଉପରେ ଭାଙ୍ଗିଲା ଅଧର ହାଣ୍ଡି
- ହାତୀ ପୁଣି ଥରେ ମନମୋହନ ସାମଲଙ୍କ ମୁଣ୍ଡ ଉପରେ ସୁନା କଳସ ଢାଳିଛି,ନିର୍ବିବାଦୀୟ ଭାବରେ ରାଜ୍ୟ ବିଜେପି ସଭାପତି ହୋଇଛନ୍ତି
- ବନ ଓ ପ୍ରାଣୀ ସମ୍ପଦର ସୁରକ୍ଷା ପାଇଁ ବିଭିନ୍ନ ପୁରସ୍କାରର ପୁନର୍ବିନ୍ୟାସ କଲେ ସରକାର
- ଆଜି ୯୦ ବର୍ଷ ବୟସରେ ପଦାର୍ପଣ କଲେ ତିବ୍ଦତୀୟ ବୌଦ୍ଧ ଧର୍ମାବଲମ୍ବୀଙ୍କ ଆଧ୍ୟାତ୍ମିକ ନେତା ଦଲାଇ ଲାମା
- ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ
- ପୁରୀ ହେବ ‘ପୁରୀ ମହାନଗର ନିଗମ’ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଉଚ୍ଚ ଅଦାଲତକୁ ଗଲେ ଜଗା ପ୍ରଧାନ
Next Post