୨୦୨୪-୨୫ ଶିକ୍ଷାବର୍ଷରେ ସ୍ନାତକରେ ଆଡମିଶନ କରିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଯୁକ୍ତ ୩ରେ ପଢ଼ିବାକୁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀମାନେ ଜୁନ ୩ ଅପରାହ୍ଣ ୪ଟା ଠାରୁ ଏନେଇ ଅନଲାଇନରେ ଆବେଦନ କରିପାରିବେ । ଏହାପରେ ଜୁନ ୧୮ରୁ ୧୯ ତାରିଖ ମଧ୍ୟରେ କମନ୍ ଆପ୍ଲିକେସନ ଫର୍ମ (ସିଏଏଫ)ର ତ୍ରୁଟିକୁ ସୁଧାରି ପାରିବେ ।ଛାତ୍ରଛାତ୍ରୀମାନେ https://www.samsodisha.gov.in/ରେ ଜୁନ୍ ୧୭ ପର୍ଯ୍ୟନ୍ତ ଅନଲାଇନରେ ଆବେଦନ କରିପାରିବେ । ଜୁନ ୨୫ରେ ମେରିଟ ଲିଷ୍ଟ ପ୍ରକାଶ ପାଇବ ଓ ୨୫ରୁ ୨୮ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ସ୍ଲାଇଡ / ଫ୍ରିଜ / ଫ୍ଲୋଏଟ ଅପ୍ସନ ଚୟନ କରିପାରିବେ । ଏହାପରେ ଜୁନ୍ ୨୬ରୁ ୨୯ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ କଲେଜକୁ ଯାଇ ରିପୋର୍ଟ କରିବେ । ଜୁଲାଇ ୫ରେ ୨ୟ ପର୍ଯ୍ୟାୟ ଓ ଜୁଲାଇ ୧୫ରେ ୩ୟ ପର୍ଯ୍ୟାୟ ମେରିଟ ଲିଷ୍ଟ ଜାରି କରାଯିବ ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା
Prev Post
Next Post