୨୦୨୪-୨୫ ଶିକ୍ଷାବର୍ଷରେ ସ୍ନାତକରେ ଆଡମିଶନ କରିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଯୁକ୍ତ ୩ରେ ପଢ଼ିବାକୁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀମାନେ ଜୁନ ୩ ଅପରାହ୍ଣ ୪ଟା ଠାରୁ ଏନେଇ ଅନଲାଇନରେ ଆବେଦନ କରିପାରିବେ । ଏହାପରେ ଜୁନ ୧୮ରୁ ୧୯ ତାରିଖ ମଧ୍ୟରେ କମନ୍ ଆପ୍ଲିକେସନ ଫର୍ମ (ସିଏଏଫ)ର ତ୍ରୁଟିକୁ ସୁଧାରି ପାରିବେ ।ଛାତ୍ରଛାତ୍ରୀମାନେ https://www.samsodisha.gov.in/ରେ ଜୁନ୍ ୧୭ ପର୍ଯ୍ୟନ୍ତ ଅନଲାଇନରେ ଆବେଦନ କରିପାରିବେ । ଜୁନ ୨୫ରେ ମେରିଟ ଲିଷ୍ଟ ପ୍ରକାଶ ପାଇବ ଓ ୨୫ରୁ ୨୮ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ସ୍ଲାଇଡ / ଫ୍ରିଜ / ଫ୍ଲୋଏଟ ଅପ୍ସନ ଚୟନ କରିପାରିବେ । ଏହାପରେ ଜୁନ୍ ୨୬ରୁ ୨୯ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ କଲେଜକୁ ଯାଇ ରିପୋର୍ଟ କରିବେ । ଜୁଲାଇ ୫ରେ ୨ୟ ପର୍ଯ୍ୟାୟ ଓ ଜୁଲାଇ ୧୫ରେ ୩ୟ ପର୍ଯ୍ୟାୟ ମେରିଟ ଲିଷ୍ଟ ଜାରି କରାଯିବ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post