ଡିଆରଡିଓ ସ୍ନାତକ ଏବଂ ଡିପ୍ଲୋମା ଆପ୍ରେଣ୍ଟିସ୍ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି । ସରକାରୀ ଚାକିରି ଖୋଜୁଥିବା ସମସ୍ତ ପ୍ରାର୍ଥୀଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ।ଇଞ୍ଜିନିୟରିଂରେ ସ୍ନାତକ କିମ୍ବା ଡିପ୍ଲୋମା କରୁଥିବା ଯୁବକମାନେ ଏହି ନିଯୁକ୍ତିରେ ଯୋଗଦେବା ପାଇଁ ଆବେଦନ କରିପାରିବେ । ଆବେଦନର ଶେଷ ତାରିଖ ୩୦ ଏପ୍ରିଲ ୨୦୨୪ ଭାବରେ ସ୍ଥିର କରାଯାଇଛି ।ଏହି ନିଯୁକ୍ତିରେ ଅଂଶଗ୍ରହଣ କରିବାକୁ, ଆପଣ ଆବେଦନ ଫର୍ମକୁ ସଂପୂର୍ଣ୍ଣ ପୂରଣ କରିବା ସହ ସମସ୍ତ ଆବଶ୍ୟକୀୟ ଡକ୍ୟୁମେଣ୍ଟ୍ ସଂଲଗ୍ନ କରି ଏହାକୁ ଇମେଲ୍- ବକ୍ଟ୍ରକ୍ଟ୍ରକ୍ସରଦ୍ଭଗ୍ଧସମର.ବମରଜ୍ଞଅଶକ୍ଟଙ୍ଖ.ସଦ୍ଭ କୁ ପଠାଇ ପାରିବେ । ପ୍ରାର୍ଥୀମାନେ ଧ୍ୟାନ ଦେବା ଉଚିତ୍ ଯେ ସେମାନଙ୍କୁ ଫର୍ମର ହାର୍ଡ କପି ପଠାଇବାର ଆବଶ୍ୟକତା ନାହିଁ ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post
Next Post