ଡିଆରଡିଓ ସ୍ନାତକ ଏବଂ ଡିପ୍ଲୋମା ଆପ୍ରେଣ୍ଟିସ୍ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି । ସରକାରୀ ଚାକିରି ଖୋଜୁଥିବା ସମସ୍ତ ପ୍ରାର୍ଥୀଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ।ଇଞ୍ଜିନିୟରିଂରେ ସ୍ନାତକ କିମ୍ବା ଡିପ୍ଲୋମା କରୁଥିବା ଯୁବକମାନେ ଏହି ନିଯୁକ୍ତିରେ ଯୋଗଦେବା ପାଇଁ ଆବେଦନ କରିପାରିବେ । ଆବେଦନର ଶେଷ ତାରିଖ ୩୦ ଏପ୍ରିଲ ୨୦୨୪ ଭାବରେ ସ୍ଥିର କରାଯାଇଛି ।ଏହି ନିଯୁକ୍ତିରେ ଅଂଶଗ୍ରହଣ କରିବାକୁ, ଆପଣ ଆବେଦନ ଫର୍ମକୁ ସଂପୂର୍ଣ୍ଣ ପୂରଣ କରିବା ସହ ସମସ୍ତ ଆବଶ୍ୟକୀୟ ଡକ୍ୟୁମେଣ୍ଟ୍ ସଂଲଗ୍ନ କରି ଏହାକୁ ଇମେଲ୍- ବକ୍ଟ୍ରକ୍ଟ୍ରକ୍ସରଦ୍ଭଗ୍ଧସମର.ବମରଜ୍ଞଅଶକ୍ଟଙ୍ଖ.ସଦ୍ଭ କୁ ପଠାଇ ପାରିବେ । ପ୍ରାର୍ଥୀମାନେ ଧ୍ୟାନ ଦେବା ଉଚିତ୍ ଯେ ସେମାନଙ୍କୁ ଫର୍ମର ହାର୍ଡ କପି ପଠାଇବାର ଆବଶ୍ୟକତା ନାହିଁ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post