ନାଇଜର ଭୁବନେଶ୍ୱର ତରଫରୁ ଏନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି । ସେପ୍ଟେମ୍ବର ୧୦ ତାରିଖ ପୂର୍ବରୁ ପ୍ରାର୍ଥୀମାନେ ଏଥିପାଇଁ ଆବେଦନ କରିପାରିବେ । ଆସିଷ୍ଟାଷ୍ଟ ପ୍ରଫେସର, ରିଡର ଏଫ ଓ ଆସୋସିଏଟ ପ୍ରଫେସର ପଦ ପୂରଣ ହେବ । ସମସ୍ତ ପଦ ପାଇଁ ବେତନ ହାର ଅଲଗା ଅଲଗା ରହିଛି । ପ୍ରାର୍ଥୀଙ୍କୁ ଅନଲାଇନରେ ଆବେଦନ କରିବାକୁ ପଡ଼ିବ ।ଆସିଷ୍ଟାଣ୍ଟ ପ୍ରଫେସର ପଦ ପାଇଁ ପ୍ରାର୍ଥୀ ପ୍ରାସଙ୍ଗିକ କ୍ଷେତ୍ରରେ ପିଏଚ.ଡି କରିବା ସହିତ ୩ ବର୍ଷର ପୋଷ୍ଟ ଡକ୍ଟୋରଲ ଅଭିଜ୍ଞତା ହାସଲ କରିଥିବେ । ରିଡର ଏଫ ପଦ ପାଇଁ ପ୍ରାର୍ଥୀ ପ୍ରାସଙ୍ଗିକ କ୍ଷେତ୍ରରେ ପିଏଚ.ଡି କରିବା ସହିତ ୫ ବର୍ଷର ପୋଷ୍ଟ ଡକ୍ଟୋରଲ ଅଭିଜ୍ଞତା ହାସଲ କରିଥିବେ । ସେହିପରି ଆସୋସିଏଟ ପ୍ରଫେସର ପଦ ପାଇଁ ପ୍ରାର୍ଥୀ ପ୍ରାସଙ୍ଗିକ କ୍ଷେତ୍ରରେ ପିଏଚ.ଡି କରିବା ସହିତ ୮ ବର୍ଷର ପୋଷ୍ଟ ଡକ୍ଟୋରଲ ଅଭିଜ୍ଞତା ହାସଲ କରିଥିବେ । ସମସ୍ତ ପଦ ପାଇଁ ଅନଲାଇନ୍ ମାଧ୍ୟମରେ ଆବେଦନ ଗ୍ରହଣ କରାଯିବ । ଅନ୍ୟ କୌଣସି ମୋଡ଼ରେ ଆବେଦନକୁ ଗ୍ରହଣ କରାଯିବ ନାହିଁ ।
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
Prev Post