ଇନକମ୍ ଟ୍ୟାକ୍ସ ଡିପାର୍ଟମେଣ୍ଟ ମୁମ୍ବାଇ ଅଞ୍ଚଳର ସ୍ପୋର୍ଟସ କୋଟା ଅଧୀନରେ ଇନ୍ସପେକ୍ଟର, ଷ୍ଟେନୋଗ୍ରାଫର, ଟ୍ୟାକ୍ସ ଆସିଷ୍ଟାଣ୍ଟ ଏବଂ ଅନ୍ୟାନ୍ୟ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି । ଏହି ଅଭିଯାନ ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଛି ।ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀମାନେ ଅଫିସିଆଲ୍ ସାଇଟ୍ Incometaxmumbai.gov.inକୁ ଯାଇ ଆବେଦନ କରିପାରିବେ । ନିଯୁକ୍ତି ଡ୍ରାଇଭ ପାଇଁ ଆବେଦନ କରିବାର ଶେଷ ତାରିଖ ହେଉଛି ୧୯ ଜାନୁଆରୀ ୨୦୨୪ ।ଆୟକର ବିଭାଗ ଏହି ନିଯୁକ୍ତି ଡ୍ରାଇଭ୍ ମାଧ୍ୟମରେ ମୁମ୍ବାଇ ଅଞ୍ଚଳରେ ମୋଟ ୨୯୧ ଟି ପଦବୀ ପୂରଣ କରିବ ।
Trending
- ଧର୍ମଶାଳା ପରେ ବଡ଼ଚଣାରେ ବିଜେଡିକୁ ଝଟ୍କା
- ଆମେ ଆମର ନୈତିକ ମୂଲ୍ୟବୋଧର ସ୍ତରକୁ ତଳକୁ ଖସିଯିବାକୁ ଦେବା ଉଚିତ ନୁହେଁ
- ମହିଳା ନିଯୁକ୍ତି ହାର ଦ୍ୱିଗୁଣିତ ହୋଇଛି
- ଖେଲୋ ଇଣ୍ଡିଆ ଜଳ କ୍ରୀଡ଼ା ମହୋତ୍ସବ
- ରାଜ୍ୟ ସରକାରଙ୍କ ପକ୍ଷରୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ
- ରାଜ୍ୟ କ୍ୟାବିନେଟ ବୈଠକରେ ୪ ଟି ପ୍ରସ୍ତାବକୁ ମିଳିଛି ଅନୁମୋଦନ
- ନବୀନ ନିବାସରେ ରାଜ୍ୟପାଳ ହରିବାବୁ କମ୍ଭମପତି
- ପୁଲିସ୍ ଏସ୍ଆଇଙ୍କୁ ମାଡ଼ିବସିଲା ଭିଜିଲାନ୍ସ
- ବାୟୁ ପ୍ରତିରକ୍ଷା ଯୁଦ୍ଧାସ୍ତ୍ର ପ୍ରଣାଳୀର ପ୍ରଥମ ସଫଳ ପରୀକ୍ଷଣ
- ପୂର୍ବାଞ୍ଚଳ ବେସାମରିକ ବିମାନ ଚଳାଚଳ ସମ୍ମିଳନୀ
Prev Post
Next Post