ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଏମ୍ ଇଣ୍ଟର୍ଣ୍ଣସିପ୍ ସ୍କିମର ପ।।ଇଲଟ୍ ପ୍ରୋଜେକ୍ଟ ଆରମ୍ଭ କରିଛନ୍ତି । ଏହା ଦ୍ୱାରା ଦେଶରେ ବେକାରୀ ସମସ୍ୟା ହଟାଇବା ପାଇଁ ପ୍ରଥମ ପଦକ୍ଷେପ ନେଇଛନ୍ତି ପ୍ରଧାନମନ୍ତ୍ରୀ । ଯୁବପିଢ଼ିଙ୍କୁ ବଡ଼ ବଡ଼ କମ୍ପାନୀରେ ନିଯୁକ୍ତ ଯୋଗାଇବା ପାଇଁ ପିଏମ୍ ଇଣ୍ଟର୍ଣ୍ଣସିପ୍ ସ୍କିମ୍ ଲଞ୍ଚ୍ କରାଯାଇଛି । ଏହି ସ୍କିମର ଅନ୍ତର୍ଗତ ୨୦୨୪-୨୫ ଆର୍ଥିକ ବର୍ଷରେ ୧.୨୫ ଲକ୍ଷ ଯୁବକ- ଯୁବତୀଙ୍କୁ ରୋଜଗାରକ୍ଷମ କରିବା ପାଇଁ ପ୍ରଶିକ୍ଷଣ ପ୍ରଦାନ କରାଯିବ ।ପିଏମ୍ ଇଣ୍ଟର୍ଣ୍ଣସିପ୍ ସ୍କିମର ମୂଳ ଉଦ୍ଦେଶ୍ୟ ହେଉଛି ଛାତ୍ରଛାତ୍ରୀଙ୍କୁ ବ୍ୟବସାୟିକ କୌଶଳ ପ୍ରଦାନ କରିବା ଏବଂ ଚାକିରି ପାଇଁ ପ୍ରସ୍ତୁତ କରିବା । ଚଳିତ ବର୍ଷ ଅକ୍ଟୋବର ୧୨ ତାରିଖରୁ ଅବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଅକ୍ଟୋବର ୨୫ରେ ଶେଷ ହେବ ।
Trending
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
- ପ୍ରଧାନମନ୍ତ୍ରୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
- ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
- ଗୁରୁ ହିଁ ସାକ୍ଷାତ ଈଶ୍ବର
- ଭାରତ ବନ୍ଦ କରିବ କି ୟୁକ୍ରେନ ଯୁଦ୍ଧ
- ସେପ୍ଟେମ୍ବର 7ରୁ ଆରମ୍ଭ ହେଉଛି ପିତୃପକ୍ଷ
- ଗୁରୁତର ଅଛନ୍ତି ଅଭିଜିତ ମଜୁମଦାର
- GST ସ୍ଲାବରେ ବଡ଼ ପରିବର୍ତ୍ତନ
- ଆଜି ପାର୍ଶ୍ୟ ପରିବର୍ତ୍ତିନ ଏକାଦଶୀ : କଣ ରହିଛି ରହସ୍ୟ