ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପିଏମ୍ ଇଣ୍ଟର୍ଣ୍ଣସିପ୍ ସ୍କିମର ପ।।ଇଲଟ୍ ପ୍ରୋଜେକ୍ଟ ଆରମ୍ଭ କରିଛନ୍ତି । ଏହା ଦ୍ୱାରା ଦେଶରେ ବେକାରୀ ସମସ୍ୟା ହଟାଇବା ପାଇଁ ପ୍ରଥମ ପଦକ୍ଷେପ ନେଇଛନ୍ତି ପ୍ରଧାନମନ୍ତ୍ରୀ । ଯୁବପିଢ଼ିଙ୍କୁ ବଡ଼ ବଡ଼ କମ୍ପାନୀରେ ନିଯୁକ୍ତ ଯୋଗାଇବା ପାଇଁ ପିଏମ୍ ଇଣ୍ଟର୍ଣ୍ଣସିପ୍ ସ୍କିମ୍ ଲଞ୍ଚ୍ କରାଯାଇଛି । ଏହି ସ୍କିମର ଅନ୍ତର୍ଗତ ୨୦୨୪-୨୫ ଆର୍ଥିକ ବର୍ଷରେ ୧.୨୫ ଲକ୍ଷ ଯୁବକ- ଯୁବତୀଙ୍କୁ ରୋଜଗାରକ୍ଷମ କରିବା ପାଇଁ ପ୍ରଶିକ୍ଷଣ ପ୍ରଦାନ କରାଯିବ ।ପିଏମ୍ ଇଣ୍ଟର୍ଣ୍ଣସିପ୍ ସ୍କିମର ମୂଳ ଉଦ୍ଦେଶ୍ୟ ହେଉଛି ଛାତ୍ରଛାତ୍ରୀଙ୍କୁ ବ୍ୟବସାୟିକ କୌଶଳ ପ୍ରଦାନ କରିବା ଏବଂ ଚାକିରି ପାଇଁ ପ୍ରସ୍ତୁତ କରିବା । ଚଳିତ ବର୍ଷ ଅକ୍ଟୋବର ୧୨ ତାରିଖରୁ ଅବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଅକ୍ଟୋବର ୨୫ରେ ଶେଷ ହେବ ।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ