ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମେଦୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମର ୭ମ ସଂସ୍କରଣ । ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପ୍ରଧାନମନ୍ତ୍ରୀ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକଙ୍କୁ ସମ୍ବୋଧିତ କରି ପରୀକ୍ଷା ବିଷୟରେ ଆଲୋଚନା କରିବେ । ‘ପରୀକ୍ଷା ପେ ଚର୍ଚ୍ଚା’ର କାର୍ଯ୍ୟକ୍ରମ ପାଇଁ ୨ କୋଟିରୁ ଅଧିକ ଛାତ୍ରଛାତ୍ରୀ, ଅଭିଭାବକ ଓ ଶିକ୍ଷକ ପଞ୍ଜୀକରଣ କରିଛନ୍ତି । ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମ୍, ଆଇଟିପିଓ, ପ୍ରଗତି ମଇଦାନରେ ପୂର୍ବାହ୍ନ ୧୧ଟାରୁ ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ।
Trending
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ
- ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ
Prev Post
Next Post