ରାଜ୍ୟର ସବୁ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ହେବ ୱାଇଫାଇଯୁକ୍ତ ଅର୍ଥାତ୍ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୱାଇ ଫାଇ ସୁବିଧା । ଉଚ୍ଚଶିକ୍ଷା ବିଭାଗ ଛାତ୍ରଛାତ୍ରୀଙ୍କ ଅଧ୍ୟୟନରେ ସୁବିଧା ଲାଗି ଏହି ନିଷ୍ପତ୍ତି ନେଇଛି ।ମାଗଣା ଇଣ୍ଟରନେଟ୍ ବ୍ୟବସ୍ଥା ଦ୍ୱାରା ଛାତ୍ରଛାତ୍ରୀଙ୍କ ଅଧ୍ୟୟନରେ ଅଧିକ ସୁବିଧା ହେବ । କାରଣ ଆଜିକାଲି ଅଧିକାଂଶ ପାଠ୍ୟପୁସ୍ତକ ଅନଲାଇନରେ ମିଳୁଛି । ଶୈକ୍ଷିକ ବାତାବରଣରେ ଉନ୍ନତି ଆଣିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି । ଏହି କ୍ରମରେ କ୍ୟାମ୍ପସରେ ୱାଇଫାଇ ନେଟୱାର୍କ ଲଗାଇବାକୁ କେତେ ଖର୍ଚ୍ଚ ହେବ ତାହାର ଅଟକଳ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟର କୁଳସଚିବମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦିଆଯାଇଛି ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
Prev Post
Next Post