ଦେଶରେ ହ୍ରାସ ପାଇଛି ବେକାରୀ ସମସ୍ୟା . ପୂର୍ବ ରିପୋର୍ଟ ଅନୁଯାୟୀ ମାତ୍ର ବର୍ଷକରେ ଭାରତରେ ବେଶ ହ୍ରାସ ପାଇଛି ବେକାରୀ ସମସ୍ୟା. ସିଏମଆଇଇ ବା ସେଣ୍ଟର ଫର୍ ମନିଟରିଂ ଇଣ୍ଡିଆନ୍ ଇକୋନୋମିରେ ଦିଆଯାଇଥିବା ତଥ୍ୟରୁ ଏହା ଜଣାପଡିଛି. ଗତ ଅଗଷ୍ଟରେ ଏହା ୮.୧୦ % ଥିଲା , ଯାହା ସେପ୍ଟେମ୍ବରରେ ୭.୦୯ %କୁ ଖସି ଆସିଛି . ତେବେ ଯଦି ଦେଖାଯାଏ ତେବେ ଉଭୟ ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳ ଉଭୟ କ୍ଷେତ୍ରରେ ବେକାରୀ ସମସ୍ୟା ହ୍ରାସ ପାଇଛି. ଦୁର୍ବଳ ମୌସୁମୀ ବର୍ଷା ସତ୍ତ୍ବେ ଗ୍ରାମୀଣ କ୍ଷେତ୍ରରେ ବେକାରୀ ହାର କମ୍ ହୋଇଛି.ତେବେ ସହରାଞ୍ଚଳରେ ଅଗଷ୍ଟରେ ୧୦.୦୯ % ତୁଳନାରେ ସେପ୍ଟେମ୍ବରରେ ୮.୯୪ % କୁ ଖସି ଆସିଛି. ଅନ୍ୟପକ୍ଷରେ ଗ୍ରାମୀଣ ବେକାରୀ ହାର ୭.୧୧% ରୁ ଖସି ୬.୨୦ % ହ୍ରାସ ପାଇଛି. ଭାରତରେ ପାର୍ବଣ ରତୁ ପୂର୍ବରୁ ସହରୀ ବେକାରୀ ହାରରେ ହ୍ରାସ ଦେଖିବାକୁ ମିଳିଛି.
Trending
- ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ଓ ମା ଲକ୍ଷ୍ମୀଙ୍କ ଆରାଧନା ସହ ଚାଷ ପାଇଁ ଆଜି ହୁଏ ଅଖି ମୁଠି ଅନୁକୂଳ
- ତହସିଲଦାରଙ୍କୁ ଟ୍ରାକ୍ଟର ଚଢ଼ାଇ ହତ୍ୟା ଉଦ୍ୟମ ଘଟଣା;୧୦ଅଭିଯୁକ୍ତଙ୍କୁ ଗିରଫ କରିଛି କୋରେଇ ପୁଲିସ
- ପଓ୍ବନ୍ କଲ୍ୟାଣଙ୍କୁ ଫୋନ୍ କରି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦୀ
- ରାସ୍ତା କଡ଼ର ଝାଲମୁଢ଼ି ଖାଇଲେ ମାଦୀ ,ସ୍ବାଦର କଲେ ପ୍ରଶଂସା
- ରାଜଧାନୀର ଶ୍ୟାମପୁରରେ ବେଆଇନ୍ ଜବରଦଖଲ ଉଚ୍ଛେଦ,ଗତ ଦୁଇ ଦିନ ଭିତରେ ୯୨୭ ଘରକୁ ମାଟିରେ ମିଶାଇଛି ବିଡିଏ
- ମହିଳା ସଂରକ୍ଷଣ ବିଲ୍ ସହ ଜଡିତ ସଂଶୋଧନ ବିଲ୍ ପାରିତ ହୋଇ ନପାରିବା ପାଇଁ ବିରୋଧୀଙ୍କୁ ଦାୟୀ କରିଛନ୍ତି ମୋଦୀ
- ଭୁବନେଶ୍ବର ଶ୍ୟାମପୁର ଭୂଦାନ ନଗରରେ ବଡ଼ ଉଚ୍ଛେଦ,ଆଜି ଦ୍ୱିତୀୟ ଦିନରେ ଦେଢ଼ ଶହ ଘର ଭାଙ୍ଗିବାକୁ ଲକ୍ଷ୍ୟ ରଖିଛି ବିଡିଏ
- ଆଶ୍ରମ ସ୍କୁଲର ଛାତ୍ରୀର ମୃତ୍ୟୁ ଘଟଣାରେ ନ୍ୟାୟ ଦାବିରେ ୧୨ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡ଼ାକାରା ଦେଇଛି ବିଜେଡି
- ଆସନ୍ତାକାଲି କିଟ ବିଶ୍ବବିଦ୍ୟାଳୟରେ ଫେମିନା ମିସ୍ ଇଣ୍ଡିଆ ୨୦୨୬ ଗ୍ରାଣ୍ଡ ଫିନାଲେ
- ଅସହ୍ୟ ଗରମ କାରଣରୁ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା,ଏପ୍ରିଲ ୨୧ ପର୍ଯ୍ୟନ୍ତ ଛୁଟି ଘୋଷଣା କଲେ ଜିଲ୍ଲାପାଳ
Prev Post
Next Post