ଓଏସଏସଏସସି ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇ ସୂଚନା ଦିଆଯାଇଛି । ଏହି ପଦ ପାଇଁ ଚୟନ ହୋଇଥିବା ସମସ୍ତ ପ୍ରାର୍ଥୀଙ୍କର ଏକ ଲିଷ୍ଟ ବିଭିନ୍ନ ଜିଲ୍ଲା ଅନୁସାରେ ୱେବସାଇଟରେ ଜାରି କରାଯାଇଛି । ପ୍ରାର୍ଥୀମାନେ ୱେବସାଇଟକୁ ନିଜ ନିଜର ଫଳ ଚେକ୍ କରିପାରିବେ । ଚୟନ ହୋଇଥିବା ପ୍ରାର୍ଥୀମାନେ ରୋଲ ନମ୍ବର ଦେଖି ନିଜର ରେଜଲ୍ଟ ଜାଣି ପାରିବେ । ନିଜ ନିଜର ୟୁଜର ଆଇଡି ଓ ପାସୱାର୍ଡ ଦେଇ ପ୍ରାର୍ଥୀମାନେ ରେଜଲ୍ଟ ଜାଣି ପାରିବେ । ଏହି ତଥ୍ୟ ଆଗାମୀ ୨ ମାସ ପର୍ଯ୍ୟନ୍ତ ପୋର୍ଟାଲରେ ଉପଲବ୍ଧ ରହିବ ।
Trending
- ବଢିଲା ବିଜେଡି ନେତାଙ୍କ ଅଡୁଆ, ପ୍ରୀତିରଞ୍ଜନ ଘଡେଇ ଙ୍କ ନାଁରେ ଏତଲା
- ଆଣ୍ଡାମାନ ଓ ନିକୋବର ଦ୍ଵୀପପୁଞ୍ଜରେ ଭୂକମ୍ପ ଝଟକା
- ନିମିଷା ପ୍ରିୟାଙ୍କ ମୃତ୍ୟୁଦଣ୍ଡ ବାତିଲ୍
- ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଖସାପଡ଼ା ନୀତି , ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ
- ପ୍ରାଥମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପରିଚୟପତ୍ର ବଦଳିବ
- ଶ୍ରାବଣ ମାସର ତୃତୀୟ ସୋମବାର
- ବଢ଼ିବ ଚାଷୀ ପଞ୍ଜୀକରଣ ସମୟସୀମା
- ପହିଲାରୁ ନୂଆ ନିୟମ ,ମାସିକ ବଜେଟକୁ କରିବ ପ୍ରଭାବିତ
- ମନ କି ବାତରେ ଓଡ଼ିଶା କଥା
- ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
Prev Post
Next Post