ରେଳବାଇ ସଂରକ୍ଷଣ ବଳ (ଆରପିଏଫ କନଷ୍ଟେବଳ ନିଯୁକ୍ତି) ରେ କନଷ୍ଟେବଳ ତଥା ସବ୍ ଇନ୍ସପେକ୍ଟର ପଦବୀରେ ନିଯୁକ୍ତି ପାଇଁ ରେଳବାଇ ନିଯୁକ୍ତି ବୋର୍ଡ ବିଜ୍ଞପ୍ତି ଜାରି କରିଛି ।ଏହି ନିଯୁକ୍ତି ପ୍ରକ୍ରିୟା ଅନୁଯାୟୀ, ୪୬୬୦ ପଦବୀ (ଆରପିଏଫ୍ ଏସଆଇ ପଦବୀ) ର ମୋଟ ଖାଲି ପଦବୀରେ ନିଯୁକ୍ତି କରାଯିବ । ଯେଉଁଥିରେ ୪୨୦୮ କନଷ୍ଟେବଳ ଏବଂ ୪୫୨ ସବ୍ ଇନ୍ସପେକ୍ଟର (ଆରପିଏଫ୍ ଏସଆଇ ନିଯୁକ୍ତି) ଅନ୍ତର୍ଭୂକ୍ତ କରାଯାଇଛି । ଯୋଗ୍ୟ ତଥା ଆଗ୍ରହୀ ପ୍ରାର୍ଥୀମାନେ ଅଫିସିଆଲ୍ ୱେବସାଇଟ୍ ପରିଦର୍ଶନ କରି ଆବେଦନ କରିପାରିବେ । ଏଠାରେ ଆବେଦନ ପାଇଁ ଲିଙ୍କ୍ ଆଜି ଯଥା ୧୫ ଏପ୍ରିଲ ୨୦୨୪ ରେ ସକ୍ରିୟ ହୋଇଛି । ଆବେଦନ କରିବାର ଶେଷ ତାରିଖ ହେଉଛି ୧୪ ମଇ । ଏଠାରେ ଆପଣ ଶିକ୍ଷାଗତ ଯୋଗ୍ୟତା, ବୟସ ସୀମା, ଆବେଦନ ପ୍ରକ୍ରିୟା ଏବଂ ଜଚୠ କନଷ୍ଟେବଳ ପାଇଁ ଚୟନ ପ୍ରକ୍ରିୟା ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ସୂଚନା ପାଇପାରିବେ ।
Trending
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ