ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ମାଧ୍ୟମିକ ଶିକ୍ଷକଙ୍କ ବଦଳି ପ୍ରକ୍ରିୟା ଆରମ୍ଭ କରିବା ପାଇଁ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଚିଠି କରି ମାଧ୍ୟମିକ ଶିକ୍ଷା ପରିଷଦ ଅବଗତ କରିଛି । ବଦଳି ପ୍ରକ୍ରିୟା ପାଇଁ ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଓ ପ୍ରଧାନ ଶିକ୍ଷକ ଅନଲାଇନ ମାଧ୍ୟମରେ ଆବେଦନ କରି ପାରିବେ । ଏହି ପ୍ରକ୍ରିୟା ନଭେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ଆବେଦନ ଜାରି ରହିବ । ସରକାରୀ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ଏବଂ ପ୍ରଧାନ ଶିକ୍ଷକଙ୍କ ବଦଳି ପ୍ରକ୍ରିୟା ଆସନ୍ତା କାଲିଠାରୁ ଆରମ୍ଭ ହେବାକୁ ଯାଉଛି । ବଦଳି ପାଇଁ ଶିକ୍ଷକ ମାନେ ଅନଲାଇନ ପୋର୍ଟାଲ ମାଧ୍ୟମରେ ଆବେଦନ କରିପାରିବେ । ଏହି ପ୍ରକ୍ରିୟା ନଭେମ୍ବର ୨୯ ତାରିଖ ପର୍ଯ୍ୟନ୍ତ ୨୯ ତାରିଖ ପର୍ଯ୍ୟନ୍ତ ଜାରି ରହିବ । ଅନ୍ତଃଜିଲ୍ଲା ବଦଳି ପାଇଁ ଶିକ୍ଷକମାନେ ଆବେଦନ କରିପାରିବେ ବୋଲି ପରିଷଦ ପକ୍ଷରୁ ସୂଚନା ମିଳିଛି । ବଦଳି ପାଇଁ ଥିବା ନିୟମ ବିଷୟରେ ସରକାର ପୂର୍ବରୁ ଅବଗତ କରାଇଛନ୍ତି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post