ଓଡ଼ିଶା ସଚିବାଳୟ ସେବା କ୍ୟାଡରରେ ୭୧୬ ଜଣ ସହକାରୀ ଉପ-ବିଭାଗ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିଯୁକ୍ତିପତ୍ର ପ୍ରଦାନ କରିବେ । ରାଜ୍ୟ ଗୃହ ବିଭାଗର ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ଏହି ନିଯୁକ୍ତିପତ୍ର ପ୍ରଦାନ କରିବେ ।ନିକଟରେ ଏଥିରେ ୫୧୨ ନୂଆ ସହକାରୀ ପ୍ରଫେସର, ସହକାରୀ ଟ୍ରେନିଂ ଅଫିସର, କନିଷ୍ଠ ସହକାରୀ ଅଧିକାରୀଙ୍କୁ ନିଯୁକ୍ତିପତ୍ର କରିଥିଲେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ପ୍ରଫେସରମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଏଭଳି ଏକ ବୃତ୍ତିକୁ ଆପଣାଇବା ଓ ଯୁବପିଢ଼ିଙ୍କୁ ଦକ୍ଷକରି ଗଢ଼ିତୋଳିବା ପାଇଁ ସଂକଳ୍ପ ନେଇଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ
Trending
- ମୋଦୀଙ୍କୁ ଭୋଟ ଚୋର କହିଲେ ରାହୁଲ
- ପ୍ରଥମ ରାଷ୍ଟ୍ରପତି ଭାବେ ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ
- ୧୯୯୯ ମହାବାତ୍ୟାକୁ ପୂରିଲା ୨୬ ବର୍ଷ
- ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
Prev Post