ଓଡ଼ିଶା ସଚିବାଳୟ ସେବା କ୍ୟାଡରରେ ୭୧୬ ଜଣ ସହକାରୀ ଉପ-ବିଭାଗ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନିଯୁକ୍ତିପତ୍ର ପ୍ରଦାନ କରିବେ । ରାଜ୍ୟ ଗୃହ ବିଭାଗର ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଆଜି ସନ୍ଧ୍ୟାରେ ଲୋକସେବା ଭବନରେ ଏହି ନିଯୁକ୍ତିପତ୍ର ପ୍ରଦାନ କରିବେ ।ନିକଟରେ ଏଥିରେ ୫୧୨ ନୂଆ ସହକାରୀ ପ୍ରଫେସର, ସହକାରୀ ଟ୍ରେନିଂ ଅଫିସର, କନିଷ୍ଠ ସହକାରୀ ଅଧିକାରୀଙ୍କୁ ନିଯୁକ୍ତିପତ୍ର କରିଥିଲେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନବନିଯୁକ୍ତ ପ୍ରଫେସରମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଏଭଳି ଏକ ବୃତ୍ତିକୁ ଆପଣାଇବା ଓ ଯୁବପିଢ଼ିଙ୍କୁ ଦକ୍ଷକରି ଗଢ଼ିତୋଳିବା ପାଇଁ ସଂକଳ୍ପ ନେଇଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଧନ୍ୟବାଦ ଜଣାଇଥିଲେ
Trending
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
Prev Post