ଓଏସଏସସି ପକ୍ଷରୁ ମିଳିତ ସ୍ନାତକ ସ୍ତରୀୟ (ସିଜିଏଲ) ୨୦୨୩ ପରୀକ୍ଷାକୁ ନେଇ ଆସିଛି ଏକ ବଡ଼ ଖବର । ଯୋଗ୍ୟ ପ୍ରାର୍ଥୀଙ୍କୁ ଗ୍ରୁପ-ବି ଓ ଗ୍ରୁପ-ସି ପଦରେ ନିଯୁକ୍ତି ମିଳିବ । ଗତ ମାସ ୧୪ ତାରିଖରୁ ଏହାର ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ଆସନ୍ତା ୧୪ ତାରିଖରେ ତାହା ସମାପ୍ତ ହେବ । ନିକଟରେ ଏହି ପଦ ସଂଖ୍ୟା ବୃଦ୍ଧି ପାଇବା ଫଳରେ ମୋଟ ପଦ ସଂଖ୍ୟା ୫୦୪ରେ ପହଞ୍ଚିଥିଲା ।ତେବେ ସିଜିଏଲ ୨୦୨୩ ପାଇଁ ଅନଲାଇରେ ଆବେଦନ ପ୍ରକ୍ରିୟା ଜାରି ରହିଥିବା ବେଳେ ଏହା ମଧ୍ୟରେ ଓଏସଏସସି ପକ୍ଷରୁ ଏକ ନୋଟିସ୍ ଜାରି କରାଯାଇଛି । କିଛି ପ୍ରାର୍ଥୀ ଅଡିଟର ପଦ ଓ ମାଥମେଟିକ୍ସ ଟେଷ୍ଟର ଆପ୍ଲିକେସନ ପାଇଁ ପ୍ରାସଙ୍ଗିକ ମାର୍କ କରିପାରିନଥିବା ଦେଖାଯାଇଛି । ତେଣୁ ଯଦି ସମ୍ଭବ ହୁଏ ସେହି ପ୍ରାର୍ଥୀମାନେ ଉକ୍ତ ତ୍ରୁଟିକୁ ସଂଶୋଧନ କରିପାରିବେ ।
Trending
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
Prev Post
Next Post