ସିୟୁଇଟି-ୟୁଜି ୨୦୨୪ ପଞ୍ଜିକରଣ ଅବଧି ବୃଦ୍ଧି କରାଯାଇଛି । ଏନେଇ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ପକ୍ଷରୁ ଘୋଷଣା କରାଯାଇଛି । ସଂଶୋଧିତ ଶିଡ୍ୟୁଲ ମୁତାବକ, ଛାତ୍ରଛାତ୍ରୀମାନେ ଏବେ ମାର୍ଚ୍ଚ ମାସ ୩୧ ତାରିଖ ରାତି ୯.୫୦ ସୁଦ୍ଧା ମେଡିକାଲ ପ୍ରବେଶିକା ପରୀକ୍ଷା ପାଇଁ ଆବେଦନ କରିପାରିବେ । ଇଚ୍ଛୁକ ପ୍ରାର୍ଥୀମାନେ ଅଫିସିଆଲ ୱେବସାଇଟକୁ ଯାଇ ଆବେଦନ କରିପାରିେବେ ।ଏପ୍ରିଲ ୩୦ ତାରିଖ ପରେ ସିଟି ଘୋଷଣା କରାଯିବ । ମେ ମାସ ଦ୍ୱିତୀୟ ସପ୍ତାହରେ ଆଡମିଟ୍ କାର୍ଡ ଜାରି କରାଯିବ । ମେ ୧୫ ଓ ୩୧ ମଧ୍ୟରେ ସିୟୁଇଟି ୟୁଜି ପରୀକ୍ଷା ଶିଡ୍ୟୁଲ କରାଯିବ । ଜୁନ ୩୦ ତାରିଖରେ ରେଜଲ୍ଟ ଘୋଷଣା କରାଯିବ । ଅସମୀୟା, ବଙ୍ଗାଳୀ, ଇଂରାଜୀ, ଗୁଜରାତୀ, ହିନ୍ଦି, କନ୍ନଡ଼, ମାଲୟାଲମ, ମରାଠୀ, ପଞ୍ଜାବୀ, ଓଡ଼ିଆ, ତାମିଲ, ତେଲୁଗୁ ଓ ଊର୍ଦ୍ଦୁ ଆଦି ଭାଷାରେ ସିୟୁଇଟି-ପରୀକ୍ଷା କରାଯିବ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post