ସାରା ଭାରତରେ ଏବେ ୱାନ୍ ନେସନ୍ ୱାନ ଆଇଡି ଉପରେ ଗୁରୁତ୍ୱ ଦିଆଯାଉଛି । ତେବେଏହି ପରୀପ୍ରେକ୍ଷୀରେ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ପାଇଁ ମଧ୍ୟ ଏକ ସ୍ୱତନ୍ତ୍ର ପରିଚୟ ପତ୍ର ପ୍ରଦାନ କରିବା ପାଇଁ ଯୋଜନା କରୁଛନ୍ତି କେନ୍ଦ୍ର ସରକାର । ଦେଶର ସ୍କୁଲ ପଢୁଆ ପିଲାମାନଙ୍କ ପାଇଁ ୟୁନିକ ଆଇଡେଣ୍ଟିଫିକେସନ ନମ୍ବର ଜାରି କରିବା ପାଇଁ ପ୍ରସ୍ତୁତ ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ । ଏହାକୁ Automated Permanent Academic Account Registryବା (APAAR/ଅପାର) କାର୍ଡ ବୋଲି କୁହାଯିବ ।ପ୍ରି-ପ୍ରାଇମେରୀରୁ ଆରମ୍ଭ କରି ଉଚ୍ଚଶିକ୍ଷା ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଏହି ଭାରତୀୟ କାର୍ଡ ପ୍ରଦାନ କରାଯିବ । ତେବେ ଏହା ଅଧାର କାର୍ଡ ସହ ଲିଙ୍କ ହେବା ସହିତ ପିଲାଙ୍କ ଶିକ୍ଷାଗତ ଯାତ୍ରା ବା ଉପଲବ୍ଧିର ସମ୍ପୂର୍ଣ୍ଣ ତଥ୍ୟ ଏଥିରେ ଅନ୍ତର୍ଭୁକ୍ତ ହୋଇ ରହିବ । ତେବେ ଏଥିପାଇଁ ପ୍ରତ୍ୟେକ ଅଭିଭାବକଙ୍କ ପାଖରୁ ମଞ୍ଜୁରୀ ନିଆଯିବ ।
Trending
- ୮ଶହ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବେ ରାଜ୍ୟ ସରକାର
- ଚଳନ୍ତା ଆମ ବସ୍ରେ ଲାଗିଲା ନିଆଁ
- ଲଗାତାର ୩୦ ଦିନ ଧରି ଗିରଫ ହେବା ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ମଧ୍ୟ ପଦ ହରାଇପାରନ୍ତି
- ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ
- ନବୀନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
- ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ ମାରିଥିଲେ ଚାପୁଡ଼ା
- କୋଟା-ବୁନ୍ଦି ଠାରେ ଆନୁମାନିକ ୧୫୦୭ କୋଟି ଟଙ୍କା ବ୍ୟୟରେ ଗ୍ରିନ୍ ଫିଲ୍ଡ ବିମାନ ବନ୍ଦର
- ଆଦି କର୍ମଯୋଗୀ ଅଭିଯାନ : ଉତ୍ତରଦାୟୀ ଶାସନ ବ୍ୟବସ୍ଥା
- କପା ଉପରେ ଆମଦାନୀ ଶୁଳ୍କ ୩୦ ସେପ୍ଟେମ୍ବର ପର୍ଯ୍ୟନ୍ତ ଛାଡ
- ମୋଦୀଙ୍କୁ ଭେଟିଲେ ଚୀନ୍ ବିଦେଶ ମନ୍ତ୍ରୀ ୱାଙ୍ଗ ୟି
Prev Post
Next Post