ସାରା ଭାରତରେ ଏବେ ୱାନ୍ ନେସନ୍ ୱାନ ଆଇଡି ଉପରେ ଗୁରୁତ୍ୱ ଦିଆଯାଉଛି । ତେବେଏହି ପରୀପ୍ରେକ୍ଷୀରେ ସ୍କୁଲ ଛାତ୍ରଛାତ୍ରୀମାନଙ୍କ ପାଇଁ ମଧ୍ୟ ଏକ ସ୍ୱତନ୍ତ୍ର ପରିଚୟ ପତ୍ର ପ୍ରଦାନ କରିବା ପାଇଁ ଯୋଜନା କରୁଛନ୍ତି କେନ୍ଦ୍ର ସରକାର । ଦେଶର ସ୍କୁଲ ପଢୁଆ ପିଲାମାନଙ୍କ ପାଇଁ ୟୁନିକ ଆଇଡେଣ୍ଟିଫିକେସନ ନମ୍ବର ଜାରି କରିବା ପାଇଁ ପ୍ରସ୍ତୁତ ହେଉଛି କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ । ଏହାକୁ Automated Permanent Academic Account Registryବା (APAAR/ଅପାର) କାର୍ଡ ବୋଲି କୁହାଯିବ ।ପ୍ରି-ପ୍ରାଇମେରୀରୁ ଆରମ୍ଭ କରି ଉଚ୍ଚଶିକ୍ଷା ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କ ପାଇଁ ଏହି ଭାରତୀୟ କାର୍ଡ ପ୍ରଦାନ କରାଯିବ । ତେବେ ଏହା ଅଧାର କାର୍ଡ ସହ ଲିଙ୍କ ହେବା ସହିତ ପିଲାଙ୍କ ଶିକ୍ଷାଗତ ଯାତ୍ରା ବା ଉପଲବ୍ଧିର ସମ୍ପୂର୍ଣ୍ଣ ତଥ୍ୟ ଏଥିରେ ଅନ୍ତର୍ଭୁକ୍ତ ହୋଇ ରହିବ । ତେବେ ଏଥିପାଇଁ ପ୍ରତ୍ୟେକ ଅଭିଭାବକଙ୍କ ପାଖରୁ ମଞ୍ଜୁରୀ ନିଆଯିବ ।
Trending
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ
- ଆସନ୍ତାକାଲି ମିଳିବ ସିଏମ୍-କିଷାନ ଯୋଜନାର ପଞ୍ଚମ କିସ୍ତି,ରାଜ୍ୟର ୪୧ ଲ୪ରୁ ଉର୍ଦ୍ଧ କୃଷକ ପରିବାର ଉପକୃତ ହେବେ
- ଭିତରକନିକାରେ ତିନି ଦିନ ଧରି ପକ୍ଷୀ ଗଣନା ଚାଲିବ,ସକାଳ ୬ରୁ ଦିନ ୧୨ଟା ପର୍ଯ୍ୟନ୍ତ ପକ୍ଷୀ ଗଣନା
Prev Post
Next Post