ଓଡ଼ିଶା ହାଇକୋର୍ଟରେ ଚାକିରି ଖୋଜୁଥିବା ଯୁବକଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ । ଯୋଗ୍ୟ ଓ ଆଗ୍ରହୀ ପ୍ରାର୍ଥୀମାନେ ଓଡ଼ିଶା ହାଇକୋର୍ଟର ଅଫିସିଆଲ୍ ୱେବ୍ସାଇଟ୍ https://orissahighcourt.nic.in / କୁ ଯାଇ ଯାଞ୍ଚ କରିପାରିବେ। ଏନେଇ ଓଡ଼ିଶା ହାଇକୋର୍ଟ ଏକ ବିଜ୍ଞପ୍ତି ପ୍ରକାଶ କରିଛି।BA, B.Sc., B.Com ପାଶ୍ କରିଥିବା ପ୍ରାର୍ଥୀମାନେ ଏହାର ସୁଯୋଗ ନେଇପାରିବେ।ଏହି ନିଯୁକ୍ତି ମାଧ୍ୟମରେ ଜୁନିଅର ଷ୍ଟେନୋଗ୍ରାଫର ଏବଂ ଆସିଷ୍ଟାଣ୍ଟ୍ ସେକ୍ସନ୍ ଅଫିସର ପଦବୀ ପୂରଣ ହେବ। ଆପଣ ଅନ୍ଲାଇନ୍ ମାଧ୍ୟମରେ ଆବେଦନ କରିପାରିବେ। ଏନେଇ ଉଭୟ ମହିଳା ଓ ପୁରୁଷ ଆବେଦନ କରିପାରିବେ। ଏହି ନିଯୁକ୍ତି ମାଧ୍ୟମରେ ମୋଟ ୧୮୨ଟି ପଦବୀ ପୂରଣ ହେବ।
Trending
- ମେ ୧୮ ପର୍ଯ୍ୟନ୍ତ ବଢ଼ିଲା ଅସ୍ତ୍ରବିରତି ଅବଧି
- ନକ୍ସଲ ମୁକ୍ତ ଭାରତଦି ଗରେ ଐତିହାସିକ ସଫଳତା
- ନକ୍ସଲ ବିରୋଧୀ ଅପରେସନରେ ଆହତ ସୁରକ୍ଷାକର୍ମୀଙ୍କୁ ଦିଲ୍ଲୀ ଏମସରେ ଭେଟିଛନ୍ତି କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ
- ଓୟୋ ହୋଟେଲ ଛାତରୁ ତଳକୁ ଡେଇଁଲେ କାହିଁକି ଯୁବତୀ
- ମୁନ୍ନାଙ୍କ ଇସ୍ତଫା ନେଇ ଚର୍ଚ୍ଚା
- ବିଡ଼ିଓ-ସିଡ଼ିଓଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଲେ ତାଗିଦ
- ମନରେଗାରେ ମେସିନ ଦ୍ବାରା କାମ ବନ୍ଦ କର
- କରାଚୀ ନିକଟସ୍ଥ ଆରବ ସାଗରରେ ନୌସେନା ୩୬ଟି ଯୁଦ୍ଧଜାହାଜ ସହିତ ପ୍ରସ୍ତୁତ ହୋଇଥିଲା, ଖାଲି ଅର୍ଡ଼ର ଅପେକ୍ଷା ଥିଲା ଭାରତୀୟ ନୌସେନା
- ମେ ୨୮ରେ ପ୍ରକାଶ ପାଇବ ବହୁଚର୍ଚ୍ଚିତ ପାର୍ସଲ୍ ବୋମା ବିସ୍ଫୋରଣ ମାମଲାର ରାୟ
- ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ବପୂର୍ଣ୍ଣ ବୈଠକ, ୬ଟି ପ୍ରସ୍ତାବକୁ ଅନୁମୋଦନ
Prev Post
Next Post