ହେଭି ଭେଇକିଲ ଫ୍ୟାକ୍ଟ୍ରି(HVF) ରେ ଭର୍ତ୍ତି ପାଇଁ ନୋଟିଫିକେସନ ଜାରି ହୋଇଛି । ଏହି ଭର୍ତ୍ତି ଅଭିଯାନ ଜରିଆରେ ଅପାରଣ୍ଟିସ ପଦବୀରେ ଭର୍ତ୍ତି କରାଯିବ । ଆବେଦନ କରିବା ପାଇଁ ଇଚ୍ଛୁକ ଏବଂ ଯୋଗ୍ୟ ପ୍ରାର୍ଥୀ ବୋର୍ଡ ଅଫ ଅପାରଣ୍ଟିସ ଟ୍ରେନିଂର ଅଫିସିଆଲ ୱେବସାଇଟ boat-srp.com କୁ ଯାଇ ଅନଲାଇନ ଆବେଦନ କରିପାରିବେ । ଆବେଦନ କରିବାର ଶେଷ ତାରିଖ ୧୬ ଡିସେମ୍ବର ୨୦୨୩ ରହିଛି ।ଏହି ଭର୍ତ୍ତି ଅଭିଯାନ ପାଇଁ ଗ୍ରାଜୁଏଟ ଅପାରଣ୍ଟିସର ୧୧୦ ପଦ, ଟେକ୍ନିସିଆନ (ଡିପ୍ଲୋମା) ୧୧୦ ଏବଂ ନନ୍ ଇଂଜିନିୟରିଂ ଗ୍ରାଜୁଏଟ ଅପାରଣ୍ଟିସର ୧୦୦ ପଦବୀରେ ଭର୍ତ୍ତି କରାଯିବ ।
Trending
- ଆଜି କାର୍ଗିଲ ବିଜୟ ଦିବସ
- ୧୦ ସରପଞ୍ଚ ବିଜେପିରେ ମିଶିଲେ
- ମୋହନଙ୍କ ମନ୍ତ୍ରିମଣ୍ଡଳ ସଂପ୍ରସାରଣ: କିଏ ପାଇବେ ସ୍ଥାନ?
- ମାଳଦୀପରେ ମୋଦୀ , ୨୧ ତୋପ ସଲାମି ସହ ସ୍ୱାଗତ କଲେ ରାଷ୍ଟ୍ରପତି
- ସରକାର ଥିବା ସମୟରେ ଜାତିଗତ ଜନଗଣନା ନକରିବା ଭୁଲ ଥିଲା – ରାହୁଲ ଗାନ୍ଧୀ
- ଓଡ଼ିଶା ହେବ ଟେକ୍ସଟାଇଲ ହବ୍,୬ ଟି ଟେକ୍ସଟାଇଲ ପାର୍କର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ
- ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ
- ବିଜେଡି ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବ କି ?
- ଆଜି ମହାପ୍ରଭୁଙ୍କୁ ଚିତାଲାଗି
- ରାଜ୍ୟରେ ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି
Prev Post