ଭୁବନେଶ୍ୱର ଲୋକସେବା ଭବନରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଏକକ ବାତାୟନ ଅନୁମୋଦନ କମିଟି ବୈଠକରେ ୪ହଜାର ୯୫୪କୋଟି ୨୬ଲକ୍ଷ ଟଙ୍କାର ୩୧ଟି ଶିଳ୍ପ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏସବୁ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ୨୪ହଜାର ୧୬୨ଜଣଙ୍କୁ ନିଯୁକ୍ତି ମିଳିବ ବୋଲି ଆକଳନ କରାଯାଇଛି ।ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରୁ ମିଳିଥିବା ସୂଚନା ଅନୁସାରେ ଜଗତ୍ସିଂହପୁର, ବାଲେଶ୍ୱର, ରାୟଗଡା, ଢ଼େଙ୍କାନାଳ, ପୁରୀ ଆଦି ଜିଲ୍ଲାରେ ଏହିସବୁ ଶିଳ୍ପ ସ୍ଥାପନ କରାଯିବ । ୪୭୫ କୋଟି ଟଙ୍କାରେ ୧୦ଲକ୍ଷ ୯ହଜାର ୫୦୦ ମେଟ୍ରିକ୍ ଟନ୍ କ୍ଷମତାର ପ୍ୟାକେଜିଂ କଣ୍ଟେନର ଗ୍ଲାସ ଉତ୍ପାଦନ କେନ୍ଦ୍ର ହେବ ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post