ଯୁକ୍ତ ଦୁଇ ପରୀକ୍ଷା ତାରିଖ ଶନିବାର ଘୋଷଣା ହୋଇଛି। ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ହେବ ବୋଲି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡା ସୂଚନା ଦେଇଛନ୍ତି। ଆସନ୍ତା ଡିସେମ୍ବର ୨୬ ରୁ ୩୦ ଯାଏ ଇଣ୍ଟରନାଲ ପରୀକ୍ଷା ଅନୁଷ୍ଠିତ ହେବ। ଏହାପରେ ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରୀ ୨ ରୁ ୧୨ ଭିତରେ ହେବ। ଅନ୍ୟପଟେ ଫେବ୍ରୁଆରୀ ୧୫ ରୁ ମାର୍ଚ୍ଚ ୨୦ ଭିତରେ ବୋର୍ଡ ପରୀକ୍ଷା ହେବ। ପରୀକ୍ଷା ସରିବାର ୪୫ ଦିନ ଭିତରେ ଫଳାଫଳ ବାହାରିବ ବୋଲି ଜଣାପଡିଛି। ତେବେ କଲେଜରେ ୭୫% ଉପସ୍ଥାନ ନ ଥିଲେ, ଆଡମିଟ କାର୍ଡ ମିଳିବନି |କିଛି କଲେଜରେ ଯେଉଁଠି ପିଲାମାନଙ୍କ ଉପସ୍ଥାନ କମ୍ ଥିବ, ସେମାନଙ୍କୁ ଶ୍ରେଣୀ ଗୃହକୁ ଆଣିବାକୁ କଲେଜ ଅଧ୍ୟକ୍ଷ ସଚେତନ କରନ୍ତୁ ବୋଲି ସେ କହିଛନ୍ତି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ