ଖୁବଶୀଘ୍ର ସତ୍ୟବାଦୀ ଓଡ଼ିଆ ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ପାଠପଢ଼ା । ସିଲାବସ୍ କମିଟି ବୈଠକରେ ଏନେଇ ନିଆଯିବ ନିଷ୍ପତି । ଓଡ଼ିଆ ଭାଷା ଓ ସାହିତ୍ୟ, ଭାଷା ବିଜ୍ଞାନ ଓ ପ୍ରାୟୋଗିକ ଭାଷା ଓ ଆଞ୍ଚଳିକ, ଆଦିବାସୀ ଭାଷା ଓ ଐତିହ ଭଳି ତିନୋଟି ବିଭାଗରେ ୨୪ଟି ଲେଖାଏଁ ସିଟ୍ ରହିବ । ଉଭୟ ପିଜି ଓ ପିଏଚଡି ପାଇଁ ନାମଲେଖା ହେବ । ଭୁବନେଶ୍ୱର ରାଜ୍ୟ ଅତିଥି ଭବନରେ କମିଟି ଅଧ୍ୟକ୍ଷ ରବିନାରାୟଣ ସେନାପତିଙ୍କ ଅଧ୍ୟକ୍ଷତାରେ ବସିଥିବା ୬ଜଣିଆ କମିଟି ବୈଠକରେ ପ୍ରସ୍ତାବିତ ସିଲାବସ୍ ଓ ପାଠ୍ୟପୁସ୍ତକ ନେଇ ଆଲୋଚନା ହୋଇଛି ।
Trending
- ଳିତବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ
- ପୁରୀ ହେବ ‘ପୁରୀ ମହାନଗର ନିଗମ’ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଉଚ୍ଚ ଅଦାଲତକୁ ଗଲେ ଜଗା ପ୍ରଧାନ
- ଭୋଟର ତାଲିକାରୁ ବାଦ ପଡ଼ିପାରନ୍ତି 2 କୋଟି ଭୋଟର
- 6 ତାରିଖ ପ୍ରଥମ ବନ୍ୟାଜଳ ଛାଡ଼ିବ ହିରାକୁଦ
- ଜେଲ ଗଲେ ଜଗାପ୍ରଧାନ
- ବିଜେପି ନେତା ଜଗନ୍ନାଥ ପ୍ରଧାନ ଗିରଫ ହେବା ଆନ୍ଦୋଳନରୁ ଓହରିଲା ଓଏଏସ ସଂଘ
- ବିଏମସି ଅତିରିକ୍ତ କମିଶନର ଆକ୍ରମଣ ଘଟଣା : ଗିରଫ ହେଲେ ଜଗା ପ୍ରଧାନ
- ଜୁଲାଇ ୨୧ରୁ ସଂସଦର ମୌସୁମି ଅଧିବେଶନ ଆରମ୍ଭ
- ଆଜିଠୁ ୮ ଦିନିଆ ବିଦେଶ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Next Post