ଲଘୁଚାପଜନିତ ବର୍ଷା ଓ ବୈତରଣୀ-ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି,ଆସନ୍ତାକାଲି ଯାଜପୁର  ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ

ଆସନ୍ତାକାଲି ଯାଜପୁର  ଜିଲ୍ଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ଲଘୁଚାପଜନିତ ବର୍ଷା ଓ ବୈତରଣୀ-ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ହେତୁ ଆସନ୍ତାକାଲି (୧୮ ଅଗଷ୍ଟ ୨୦୨୬, ମଙ୍ଗଳବାର ) ଯାଜପୁର ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବନ୍ଦ ରହିବ। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଦ୍ୱାରା ଜାରି ହୋଇଛି ଆଦେଶ ।

Leave a comment