ଭଦ୍ରକ: ଜିଲ୍ଲାର ୫୨ଟି ହାଇସ୍କୁଲ ରୂପାନ୍ତିରତ ହେବ । ଫାଇଭ-ଟି ଉପକ୍ରମରେ ସ୍କୁଲ ରୂପାନ୍ତରଣର ଚତୁର୍ଥ ପର୍ଯ୍ୟାୟରେ ଭଦ୍ରକ ଜିଲ୍ଲାର ୫୨ଟି ହାଇସ୍କୁଲ ରୂପାନ୍ତିରତ ହେବ ବୋଲି ଜଣାପଡିଛି । ଯେଉଁଥିରେ ସ୍ଥାନ ପାଇଛି ଚାନ୍ଦବାଲି ବ୍ଲକର ୭ଟି ହାଇସ୍କୁଲ । ରୂପାନ୍ତରିତ କାର୍ଯ୍ୟର ଅଗ୍ରଗତି ନେଇ ସମୀକ୍ଷା କରିଛନ୍ତି ଫାଇଭ-ଟି ସଚିବ ଭିକେ ପାଣ୍ଡିଆନ । ରୂପାନ୍ତରଣ କାମ ଦ୍ରୁତ ଗତିରେ କରାଯାଉଥିବାବେଳେ ସ୍ମାର୍ଟକ୍ଲାସ ରୁମ ସାଙ୍ଗକୁ ବିଜ୍ଞାନାଗାର, ଇ-ଲାଇବ୍ରେରୀ, କ୍ରୀଡ଼ା ଓ ପାନୀୟ ଜଳ ବ୍ୟବସ୍ଥା କରାଯାଇଛି । ଏହି ଅବସରରେ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଥିଲେ ଫାଇଭ-ଟି ସଚିବ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post