ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତଥା ଯୁକ୍ତ୨ କଲେଜରେ ଖାଲି ପଡ଼ିଥିବା ସିଟ୍ ପୂରଣ ପାଇଁ ଅଗଷ୍ଟ ୧୬ରୁ ପୁଣିଥରେ ଅନ୍ଲାଇନ୍ ନାମଲେଖା ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି। ଆଗ୍ରହୀ ଯୋଗ୍ୟ ଛାତ୍ରଛାତ୍ରୀ www.samsodisha.gov.in ମାଧ୍ୟମରେ ୨୮ ତାରିଖ ସୁଦ୍ଧା ଆବେଦନ କରିପାରିବେ। ସେପ୍ଟେମ୍ବର ୪ରେ ପ୍ରଥମ ଚୟନ ତାଲିକା ପ୍ରକାଶ ପାଇବ ଏବଂ ୫ ତାରିଖରେ ନାମଲେଖା ଅନୁଷ୍ଠିତ ହେବ। ଯୋଗ୍ୟ ଛାତ୍ରଛାତ୍ରୀ ୭ ତାରିଖ ସୁଦ୍ଧା ଚୟନ ହୋଇଥିବା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ରିପୋର୍ଟିଂ କରିବେ। ୧୨ ତାରିଖରେ ଅନ୍ଲାଇନ୍ ସ୍ପଟ୍ ସିଲେକ୍ସନ ମେରିଟ୍ ଲିଷ୍ଟ ପ୍ରକାଶ ପାଇବା ସହ ୧୩ ଓ ୧୪ ତାରିଖରେ ନାମଲେଖା ଅନୁଷ୍ଠିତ ହେବ। ଏହାପରେ ଯଦି ସିଟ୍ ଖାଲି ପଡ଼େ ତେବେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅପେକ୍ଷାରତ ତାଲିକାରେ ଥିବା ପ୍ରାର୍ଥୀଙ୍କ ପଞ୍ଜିକରଣ ୧୫ ତାରିଖ ସକାଳ ୯ଟାରୁ ଅପରାହ୍ଣ ୪ଟା ୩୦ ମଧ୍ୟରେ ହେବା ସହ ୪ଟା ୩୦ରେ ତାଲିକା ପ୍ରକାଶ କରାଯିବ। ଆବେଦନ ପୂର୍ବରୁ ଛାତ୍ରଛାତ୍ରୀ ନିୟମାବଳୀକୁ ଭଲ ଭାବେ ପଢ଼ିବାକୁ ପରାମର୍ଶ ଦିଆଯାଇଛି।
Trending
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା
- ଦେଶର ପ୍ରଥମ ଉପରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଜୟନ୍ତୀ ପାଳିତ
- ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ଚଳିତ ମାସ ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର
- ପିଲାଦିନକୁ ମରିବାକୁ ଦେବା ଉଚିତ୍ ନୁହେଁ ବରଂ ବଞ୍ଚାଇ ରଖିବା ହେଉଛି ଶିକ୍ଷକଙ୍କ କାମ – ମୋଦୀ
- ଯୁଦ୍ଧ ସମୟରେ ସବୁଠାରୁ ଦୀର୍ଘ ସମୟ ପ୍ରଧାନମନ୍ତ୍ରୀ ରହିବାର ରେକର୍ଡ କଲେ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି, ମୋଦୀ ଜଣାଇଲେ ଶୁଭେଚ୍ଛା
- ଆନ୍ଦୋଳନକାରୀଙ୍କ ବାପାଙ୍କୁ ଆକ୍ରମଣ କରି ଗୁରୁତର ଆହତ କରିଥିବା ଅଭିଯୋଗରେ ଇନଫ୍ଲୁଏନ୍ସର ସ୍ୱତନ୍ତ୍ର ଭରଦ୍ୱାଜ ଗିରଫ
Prev Post
Next Post