ଆଜିଠୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା । ଆସନ୍ତା ୧୨ ତାରିଖ ଯାଏ ଜାରି ରହିବ ଇଣ୍ଟରନାଲ ଆସେସମେଣ୍ଟ । ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୭ ଯାଏ ହେବ ଥିଓରୀ ପରୀକ୍ଷା । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ ଧନ୍ଦାମୂଳକ ଶିକ୍ଷା, ପତ୍ର ବିନିମୟ ପାଠ୍ୟକ୍ରମର ରେଗୁଲାର ଏବଂ ଏକ୍ସ ରେଗୁଲାର ପ୍ରାକ୍ଟିକାଲ ପରୀକ୍ଷା ହେବ । ରାଜ୍ୟର ୧ ହଜାର ୨୭୬ ପରୀକ୍ଷା କେନ୍ଦ୍ରରେ କଳା, ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ହେବ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ