ଭାରତ ସରକାର ଅଧିନରେ ଥିବା ESIC ଏକ ଅଗ୍ରଣୀ ସଂସ୍ଥା। ଏଥିରେ ଚାକିରି କରିବାକୁ ଅନେକ ପ୍ରାର୍ଥୀ ଇଛା କରିଥାନ୍ତି। ଆପଣ ଯଦି ଏହି ସଂସ୍ଥାରେ ଚାକିରି କରିବାକୁ ଚାହାନ୍ତି ତେବେ ଆପଣଙ୍କ ପାଇଁ ଖୁସି ଖବର। ESIC ଏନେଇ ଏକ ନିଯୁକ୍ତି ବିଜ୍ଞାପନ ପ୍ରକାଶ କରିଛି।ଏହି ନିଯୁକ୍ତି ମାଧ୍ୟମରେ ESIC ରେ ପ୍ରଫେସର୍, ସୁପର ସ୍ପେସାଲିଷ୍ଟ୍, ସିନିୟର୍ ରେସିଣ୍ଡେଟ୍ସ ପଦବୀ ପୂରଣ ହେବ।ୱାକ୍-ଇନ୍-ଇଣ୍ଟରଭିୟୁ ମାଧ୍ୟମରେ ଏହି ନିଯୁକ୍ତି କରାଯିବ। ଏନେଇ ଉଭୟ ପୁରୁଷ ଓ ମହିଳା ସାକ୍ଷାତ ଦେଇପାରିବେ। ପିଜି/ଡିପ୍ଲୋମା ପାଶ କରିଥିବା ପ୍ରାର୍ଥୀ ଏହି ସୁଯୋଗ ନେଇପାରିବେ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post