ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି) ପକ୍ଷରୁ ଆସିଷ୍ଟାଣ୍ଟ ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ଅଫିସର (ଏସିଆଇଓ) ଗ୍ରେଡ-୨ / ଏଗଜିକ୍ୟୁଟିଭ୍ ପଦ ପାଇଁ ନିଯୁକ୍ତି ବିଜ୍ଞପ୍ତି ବାହାରିଥିବା ବେଳେ ପୁଣି ଆସିଛି ଏକ ବଡ଼ ସୁଯୋଗ । ଆସିଷ୍ଟାଣ୍ଟ ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ଅଫିସର (ଏସିଆଇଓ) ଗ୍ରେଡ-୨ / ଟେକ ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଡିସେମ୍ବର ମାସ ୨୩ରୁ ଜାନୁଆରୀ ମାସ ୧୨ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଅନଲାଇନରେ ଆବେଦନ କରିପାରିବେ । ୨୩ ତାରିଖ ପୂର୍ବରୁ ଓ ୧୨ ତାରିଖ ପରେ ରେଜିଷ୍ଟ୍ରେସନ ଗ୍ରହଣୀୟ ହେବ ନହିଁ । ଜେନେରାଲ, ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ), ଅନ୍ୟ ପଛୁଆ ବର୍ଗ (ଓବିସି) ପ୍ରାର୍ଥୀଙ୍କ ପାଇଁ ପ୍ରୋସେସିଂ ଫି’ ୨୦୦ ଟଙ୍କା ରହିଥିବା ବେଳେ ଅନ୍ୟ ପ୍ରାର୍ଥୀଙ୍କ ପାଇଁ ୧୦୦ ଟଙ୍କା ରଖାଯାଇଛି । ପେମେଣ୍ଟ ଅନଲାଇନ୍ ମୋଡ଼ରେ / ଡେବିଟ୍ କାର୍ଡ, କ୍ରେଡିଟ କାର୍ଡ, ଇଣ୍ଟରନେଟ ବ୍ୟାଙ୍କିଂ, ୟୁପିଆଇ, ଏସବିଆଇ ଚାଲାଣ ମାଧ୍ୟମରେରେ କରିହେବ ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Next Post