ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି) ପକ୍ଷରୁ ଆସିଷ୍ଟାଣ୍ଟ ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ଅଫିସର (ଏସିଆଇଓ) ଗ୍ରେଡ-୨ / ଏଗଜିକ୍ୟୁଟିଭ୍ ପଦ ପାଇଁ ନିଯୁକ୍ତି ବିଜ୍ଞପ୍ତି ବାହାରିଥିବା ବେଳେ ପୁଣି ଆସିଛି ଏକ ବଡ଼ ସୁଯୋଗ । ଆସିଷ୍ଟାଣ୍ଟ ସେଣ୍ଟ୍ରାଲ ଇଣ୍ଟେଲିଜେନ୍ସ ଅଫିସର (ଏସିଆଇଓ) ଗ୍ରେଡ-୨ / ଟେକ ପଦରେ ପ୍ରାର୍ଥୀଙ୍କୁ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।ଡିସେମ୍ବର ମାସ ୨୩ରୁ ଜାନୁଆରୀ ମାସ ୧୨ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀମାନେ ଅନଲାଇନରେ ଆବେଦନ କରିପାରିବେ । ୨୩ ତାରିଖ ପୂର୍ବରୁ ଓ ୧୨ ତାରିଖ ପରେ ରେଜିଷ୍ଟ୍ରେସନ ଗ୍ରହଣୀୟ ହେବ ନହିଁ । ଜେନେରାଲ, ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲ୍ୟୁଏସ), ଅନ୍ୟ ପଛୁଆ ବର୍ଗ (ଓବିସି) ପ୍ରାର୍ଥୀଙ୍କ ପାଇଁ ପ୍ରୋସେସିଂ ଫି’ ୨୦୦ ଟଙ୍କା ରହିଥିବା ବେଳେ ଅନ୍ୟ ପ୍ରାର୍ଥୀଙ୍କ ପାଇଁ ୧୦୦ ଟଙ୍କା ରଖାଯାଇଛି । ପେମେଣ୍ଟ ଅନଲାଇନ୍ ମୋଡ଼ରେ / ଡେବିଟ୍ କାର୍ଡ, କ୍ରେଡିଟ କାର୍ଡ, ଇଣ୍ଟରନେଟ ବ୍ୟାଙ୍କିଂ, ୟୁପିଆଇ, ଏସବିଆଇ ଚାଲାଣ ମାଧ୍ୟମରେରେ କରିହେବ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Next Post