IOCL ରେ ଚାକିରି ଖୋଜୁଥିବା ଯୁବପିଢିଙ୍କ ପାଇଁ ଖୁସି ଖବର । ଏଠାରେ ୧୮୦୦ରୁ ଅଧିକ ଯୋଗ୍ୟ ପ୍ରାର୍ଥୀଙ୍କ ପାଇଁ ଆବେଦନ ଗ୍ରହଣ କରାଯାଇଛି । ରେଜିଷ୍ଟ୍ରେସନ ୧୬ ଡିସେମ୍ବରରୁ ଆରମ୍ଭ ହେବ । ଆବେଦନ କରିବାର ଶେଷ ତାରିଖ ୫ ଜାନୁଆରୀ ୨୦୨୪ ରହିଛି ।ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡରେ ଅପାରଣ୍ଟିସ ପଦବୀ ପାଇଁ ଭର୍ତ୍ତି କରାଯାଉଛି । ଇଚ୍ଛୁକ ପ୍ରାର୍ଥୀ ଏହାର ଅଫିସିଆଲ ୱେବସାଇଟ କୁ ଯାଇ ସବିଶେଷ ବିବରଣୀ ପାଇପାରିବ ।
Trending
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
- ରାଜ୍ୟରେ ଆଉ ୭ ନୂଆ କୋଭିଡ ପଜିଟିଭ୍ ଚିହ୍ନଟ
- ଆଜି ରୁକ୍ମିଣୀ ହରଣ ଏକାଦଶୀ , ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ବିବାହ ଉତ୍ସବ
- ବିଶ୍ଵର ସର୍ବୋଚ୍ଚ ସେତୁ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
- ବସିବ କେନ୍ଦ୍ର ମନ୍ତ୍ରୀ ପରିଷଦ ବୈଠକ
Prev Post
Next Post