IOCL ରେ ଚାକିରି ଖୋଜୁଥିବା ଯୁବପିଢିଙ୍କ ପାଇଁ ଖୁସି ଖବର । ଏଠାରେ ୧୮୦୦ରୁ ଅଧିକ ଯୋଗ୍ୟ ପ୍ରାର୍ଥୀଙ୍କ ପାଇଁ ଆବେଦନ ଗ୍ରହଣ କରାଯାଇଛି । ରେଜିଷ୍ଟ୍ରେସନ ୧୬ ଡିସେମ୍ବରରୁ ଆରମ୍ଭ ହେବ । ଆବେଦନ କରିବାର ଶେଷ ତାରିଖ ୫ ଜାନୁଆରୀ ୨୦୨୪ ରହିଛି ।ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡରେ ଅପାରଣ୍ଟିସ ପଦବୀ ପାଇଁ ଭର୍ତ୍ତି କରାଯାଉଛି । ଇଚ୍ଛୁକ ପ୍ରାର୍ଥୀ ଏହାର ଅଫିସିଆଲ ୱେବସାଇଟ କୁ ଯାଇ ସବିଶେଷ ବିବରଣୀ ପାଇପାରିବ ।
Trending
- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମ୍ୱଲପୁର ଗସ୍ତ : ଦେଶର ୫୧ତମ ଓ ରାଜ୍ୟର ୩ୟ ଡଫଲର ରାଡାର ଉଦଘାଟନ
- ରାଷ୍ଟ୍ରପତି ଭବନରେ ଲାଞ୍ଜିଆ ସଉରାଙ୍କ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ
- ଝିରଘାଟି ନରସଂହାର ମାମଲାରେ ଦୋଷୀ ସାବ୍ୟସ୍ତ ୧୦ ମାଓବାଦୀଙ୍କୁ ମୃତ୍ୟୁଦଣ୍ଡାଦେଶ
- ଶଙ୍ଖ ନଦୀରେ ବଡ଼ ଅଘଟଣ , ନଦୀରେ ବୁଡ଼ିଗଲେ 6 ନାବାଳିକା, 3 ମୃତ 3 ଉଦ୍ଧାର
- ଏପ୍ରିଲ ୧ରେ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ,ଯେଉଁ ହିତାଧିକାରୀଙ୍କୁ ୨୧ ବର୍ଷ ବୟସ ହୋଇଥିବ ସେମାନେ କରିବେ ଆବେଦନ
- ଫ୍ରିଜ୍ ବିସ୍ଫୋରଣରେ ପରିବାରର ୪ ମୃତ,ବଞ୍ଚିଗଲେ ୨
- ଦାରା ସିଂଙ୍କ ଆଗୁଆ ଜେଲ୍ ମୁକ୍ତି ଆଶା କ୍ରମଶଃ କ୍ଷୀଣ,ପରବର୍ତ୍ତୀ ଶୁଣାଣି ପାଇଁ ଆଗାମୀ ସେପ୍ଟେମ୍ବର ୧୭ ତାରିଖ ସ୍ଥିର
- କେନ୍ଦ୍ରମନ୍ତ୍ରୀ ପୀୟୁଷ ଗୋୟଲଙ୍କ ଘରେ ପହଞ୍ଚି ଗଣେଣଙ୍କ ପୂଜାର୍ଚ୍ଚନା କଲେ ପ୍ରଧାନମନ୍ତ୍ରୀ ମୋଦୀ
- ନୂଆଁଖାଇ କେବଳ ଏକ ପର୍ବ ନୁହେଁ ,ଏହା ଆମର ମାଟି, ସଂସ୍କୃତି, ଚାଲିଚଳଣୀ ଓ ସାମାଜିକ ଏକତାର ପ୍ରାଣସ୍ପନ୍ଦନ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନୂଆଁଖାଇ ପାଇଁ ଉତ୍ସବମୁଖର ପଶ୍ଚିମ ଓଡ଼ିଶା, ନୂଆ ଧାନକୁ ପ୍ରଥମେ ଦେବୀଙ୍କୁ ସମର୍ପଣ, ପରେ ପରିବାର ସହ ନବାନ୍ନ ଭକ୍ଷଣ
Prev Post
Next Post