ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ କିଛି ପଦ ପୂରଣ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରାର୍ଥୀଙ୍କୁ ସାଇଣ୍ଟିଷ୍ଟ ଇଞ୍ଜିନିୟର, ଟେକ୍ନିକାଲ ଆସିଷ୍ଟାଣ୍ଟ, ଟେକ୍ନିସିଆନ, ଲାଇବ୍ରେରୀ ଆସିଷ୍ଟାଣ୍ଟ, ସାଇଣ୍ଟିଫିକ୍ ଆସିଷ୍ଟାଣ୍ଟ, ଡ୍ରଟସମ୍ୟାନ, ଫାୟାରମ୍ୟାନ, ରୋଷେୟା, ଡ୍ରାଇଭର ଆଦି ପଦରେ ନିଯୁକ୍ତି ଦିଆଯିବ ।ସମସ୍ତ ପଦ ପାଇଁ ଶିକ୍ଷାଗତ ଯୋଗ୍ୟତା ଓ ବୟସ ଯୋଗ୍ୟତା ଅଲଗା ଅଲଗା ରହିଛି । ଆଜିଠାରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଫେବୃଆରୀ ମାସ ୧୬ ତାରିଖରେ ସମାପ୍ତ ହେବ । ସାଇଣ୍ଟିଷ୍ଟ ଇଞ୍ଜିନିୟର ପଦ ପାଇଁ ପ୍ରାର୍ଥୀ ଏମ.ଇ / ଏମ.ଟେକ / ଏମ.ଏସଟି (ଇଞ୍ଜିନିୟରିଂ) କିମ୍ବା ସମତୁଲ୍ୟ ପାଠ୍ୟକ୍ରମରେ ୬୦ ପ୍ରତିଶତ ରଖି ପାସ୍ କରିଥିବେ । ଟେକ୍ନିକାଲ ଆସିଷ୍ଟାଣ୍ଟ ପଦ ପାଇଁ ପ୍ରାର୍ଥୀ ଡିପ୍ଲୋମା ଇଞ୍ଜିନିୟରିଂରେ ପ୍ରଥମ ଶ୍ରେଣୀରେ ପାସ୍ କରିଥିବେ ।ଲାଇବ୍ରେରୀ ଆସିଷ୍ଟାଣ୍ଟ ପଦ ପାଇଁ ପ୍ରାର୍ଥୀ ଗ୍ରାଜୁଏସନ ସହିତ ଲାଇବ୍ରେରୀ ସାଇନ୍ସ / ଲାଇବ୍ରେରୀ ଇନଫର୍ମେସନ ସାଇନ୍ସରେ ମାଷ୍ଟର ଡିଗ୍ରୀ କରିଥିବେ । ଟେକ୍ନିସିଆନ ପଦ ପାଇଁ ପ୍ରାର୍ଥୀ ଏସଏସଏଲସି/ ଏସଏସସି/ ମାଟ୍ରିକ ସହ ଆଇଟିଆଇ ପାସ୍ କରିଥିବେ । ଫାୟାରମ୍ୟାନ ପଦ ପାଇଁ ପ୍ରାର୍ଥୀ ଏସଏସଏଲସି / ଏସଏସସି ପାସ୍ କରିଥିବେ । ଡ୍ରାଇଭର ପଦ ପାଇଁ ପ୍ରାର୍ଥୀ ଏସଏସଏଲସି / ଏସଏସସି ପାସ୍ ସହ ୩ ବର୍ଷର ଅଭିଜ୍ଞତା ହାସଲ କରିଥିବେ । ରୋଷେୟା ପଦ ପାଇଁ ପ୍ରାର୍ଥୀ ଏସଏସଏଲସି / ଏସଏସସି ପାସ୍ ସହ ୫ ବର୍ଷର ଅଭିଜ୍ଞତା ହାସଲ ରହିଥିବ ।
Trending
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
Prev Post
Next Post