କଲେଜ ଓ ସ୍କୁଲ ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ଛୁଟି ଘୋଷଣା କରିଛନ୍ତି। ଏହି ନିର୍ଦ୍ଦେଶ ଅନୁଯାୟୀ, ଜାନୁୟାରୀ ୧୧ ରୁ ୧୬ ପର୍ଯ୍ୟନ୍ତ କଲେଜଗୁଡ଼ିକରେ ମୋଟ ଛଅ ଦିନ ଛୁଟି ରହିବ। ସେହିପରି ସ୍କୁଲଗୁଡିକ ଜାନୁଆରୀ ୧୧ ରୁ ୧୭ ପର୍ଯ୍ୟନ୍ତ ସାତ ଦିନ ପାଇଁ ଛୁଟି ରହିବ। ମକର ସଂକ୍ରାନ୍ତି ଦକ୍ଷିଣ ଭାରତରେ ଏକ ନିଆରା ପର୍ବ ଭାବରେ ବେଶ ଜଣାଶୁଣା । ମକର ସଙ୍କ୍ରାନ୍ତି, ନୂତନ ବର୍ଷର ଶୁଭ ଆରମ୍ଭ । ଏହି ଅବସରରେ ଲୋକମାନେ ଗାଁରେ ଗୁଡ଼ି ଉଡାଇବ ସହ ମଉଜମସ୍ତି କରିଥାନ୍ତି। ବିଶେଷକରି ଏହି ସମୟରେ ଗାଁର ପ୍ରତିଟି ଘରେ ବିଭିନ୍ନ ପ୍ରକାର ପିଠାପଣାର ଆସର ଜମିଥାଏ ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ