ଯେଉଁମାନେ ଅନିବାର୍ଯ୍ୟ କାରଣରୁ ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ଫିଲଅପ କରିପାରି ନଥିବେ ସେମାନେ ଆସନ୍ତା ଡିସେମ୍ବର ୧୮ ସୁଦ୍ଧା କରି ପାରିବେ । ଯେଉଁଥିପାଇଁ ଆଜି ମିଳିବାକୁ ଥିବା ଆଡମିଟ କାର୍ଡ ଡିସେମ୍ବର ୧୯ ତାରିଖରେ ମିଳିବ ବୋଲି CHSE କହିଛି । ତେବେ ବିନା ଆଡମିଟ କାର୍ଡରେ ପିଲାମାନେ ଇଣ୍ଟରନାଲ ପରୀକ୍ଷା ଦେଇପାରିବେ । ରେଜିଷ୍ଟ୍ରେସନ ନମ୍ବର ଆଧାରରେ ଇଣ୍ଟରନାଲ ପରୀକ୍ଷା ଦେଇ ହେବ । କେବଳ ପ୍ରାକ୍ଟିକାଲ ପରୀକ୍ଷା ପାଇଁ ଆଡମିଟ କାର୍ଡ ଦରକାର ହେବ । ଏହା ଦ୍ୱାରା ଡ୍ରପ ଆଉଟ କମିବାର ଲକ୍ଷ୍ୟ ରଖାଯାଇଛି ବୋଲି CHSE କହିଛି ।
Trending
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
- ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ
- ରାଜ୍ୟ କ୍ୟାବିନେଟ: ଆସିବ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ
- ଦିଲ୍ଲୀ ଗଲେ ନବୀନ
- ଓଡ଼ିଶା ସରକାରଙ୍କ ନୂଆ ନିର୍ଦ୍ଦେଶନାମା ,ଆଜି ଠାରୁ କେବଳ କିଣାହେବ ଇଭି ଯାନ