ଭୁବନେଶ୍ବର: ଆଜିଠାରୁ ଆରମ୍ଭ ହେବ ଯୁକ୍ତ ଦୁଇ କଲେଜରେ NEET ଓ JEE କୋଚିଂ। ଛାତ୍ରଛାତ୍ରୀମାନଙ୍କୁ କୋଚିଂ ପାଇଁ ନିଷ୍ପତ୍ତି ହୋଇଛି । ଭର୍ଚୁଆଲରେ ଯୁକ୍ତ ଦୁଇ ଛାତ୍ରଛାତ୍ରୀ ପାଇବେ କୋଚିଂ । ସବୁ ସରକାରୀ ଓ ଅନୁଦାନପ୍ରାପ୍ତ ବେସରକାରୀ କଲେଜରେ ଆରମ୍ଭ ହେବ କୋଚିଂ । ଏଥିଲାଗି କଲେଜରେ ସ୍ମାର୍ଟ TV ଓ interactive panel install କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସର୍ବ ଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା, neet ଓ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା jee ରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ ସଫଳତା ହାର ବଢ଼ାଇବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ଯୋଜନା ଆରମ୍ଭ ହୋଇଛି । ପ୍ରତିଦିନ କୋଚିଂ କ୍ଲାସର ଉପସ୍ଥାନ ସମ୍ପର୍କରେ ନୋଡାଲ ଅଫିସର ନିର୍ଦ୍ଦେଶାଳୟକୁ ଅବଗତ କରାଇବେ । ଅନଲାଇନ୍ କ୍ଲାସ ସମୟରେ କଲେଜ୍ କର୍ତ୍ତୃପକ୍ଷ ପିଲାଙ୍କୁ ସହାୟତା କରିବାକୁ ମେଣ୍ଟର ଟିଚରଙ୍କୁ ନିଯୁକ୍ତ କରିବେ ।
Trending
- ମହାରାଷ୍ଟ୍ର ପୌର ନିର୍ବାଚନରେ ଭାଜପାର ବିପୁଳ ବିଜୟ
- ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ସସପେଣ୍ଡ ପରେ ବିଜେଡିରୁ ଯାଜପୁର ଜିଲା ପରିଷଦ ଅଧ୍ୟକ୍ଷାଙ୍କୁ ନିଲମ୍ବନ
- ନିପା ଭାଇରସ୍ର ମୁକାବିଳା ପାଇଁ ରାଜ୍ୟରେ ଟେକ୍ନିକାଲ ଟିମ୍ ଗଠନ
- ସୁନ୍ଦରଗଡ଼ ଗୋଷ୍ଠୀ ସଂଘର୍ଷ ଘଟଣା: ମସ୍ତ ସ୍କୁଲ ଓ କଲେଜ ବନ୍ଦ ସମେତ ୨୪ଘଣ୍ଟା ପାଇଁ ଇଣ୍ଟରନେଟ ବନ୍ଦ
- ବିଜେଡ଼ିରୁ ସସପେଣ୍ଡ ହେଲେ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁର ବିଧାୟକ ଅରବିନ୍ଦ ମହାପାତ୍ର
- ମମତା ବାନାର୍ଜୀଙ୍କୁ ଝଟକା, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଧିକାରୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା FIR ରେ ରୋକ ଲଗାଇଲେ ସୁପ୍ରିମକୋର୍ଟ
- କୃଷିଭିତ୍ତିକ ପର୍ବ ପୋଙ୍ଗଲ ପାଳିଲେ ପ୍ରଧାନମନ୍ତ୍ରୀ
- ଆଜି ପବିତ୍ର ମକର ସଂକ୍ରାନ୍ତି, ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ
- ଆଜି ମକର ସଂକ୍ରାନ୍ତି , ବନ୍ଦ ରହିଛି ମହାପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି
- ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା