ଓଡ଼ିଶା ଓଡ଼ିଶା ବନ ଉନ୍ନୟନ ନିଗମ ଲିମିଟେଡ (ଓଏଫଡିସିଏଲ) ପକ୍ଷରୁ ଅନେକ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ସେଥିପାଇଁ ନଭେମ୍ବର ମାସ ୨୨ ତାରିଖରୁ ଡିସେମ୍ବର ମାସ ୧୨ ତାରିଖ ପର୍ଯ୍ୟନ୍ତ ଅନଲାଇନ୍ ଆବେଦନ ପ୍ରକ୍ରିୟା ଚାଲିଥିଲା । ପ୍ରାର୍ଥୀଙ୍କୁ ଆକାଉଣ୍ଟସ ଆସିଷ୍ଟାଣ୍ଟ ଗ୍ରେଡ-୨, ଆସିଷ୍ଟାଣ୍ଟ ଗ୍ରେଡ-୩, ଏଗଜିକ୍ୟୁଟିଭ ଆସିଷ୍ଟାଣ୍ଟ, ଫିଲ୍ଡ ଆସିଷ୍ଟାଣ୍ଟ ଗ୍ରେଡ-୨, ଫିଲ୍ଡ ଆସିଷ୍ଟାଣ୍ଟ ଗ୍ରେଡ-୩ ଆଦି ବିଭିନ୍ନ ପଦରେ ନିଯୁକ୍ତି ଦିଆଯିବ ।ତେବେ ଉକ୍ତ ସମସ୍ତ ପଦ ପାଇଁ କମ୍ପ୍ୟୁଟର ବେସଡ ଟେଷ୍ଟ (ସିବିଟି) ମୋଡ଼ରେ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ । ସେନେଇ ଗତ ୧୨ ତାରିଖରେ ପରୀକ୍ଷା ତାରିଖ ଘୋଷଣା ହୋଇଥିବା ବେଳେ ଆଜି ସମସ୍ତ ପଦ ପାଇଁ ଆଡମିଟ୍ କାର୍ଡ ଜାରି କରାଯାଇଛି । ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ଓଏଫଡିସିର ଅଫିସିଆଲ ୱେବସାଇଟକୁ ଯାଇ ନିଜ ନିଜର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ।
Trending
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା