ଓଡ଼ିଶା ଓଡ଼ିଶା ବନ ଉନ୍ନୟନ ନିଗମ ଲିମିଟେଡ (ଓଏଫଡିସିଏଲ) ପକ୍ଷରୁ ଅନେକ ପଦ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ସେଥିପାଇଁ ନଭେମ୍ବର ମାସ ୨୨ ତାରିଖରୁ ଡିସେମ୍ବର ମାସ ୧୨ ତାରିଖ ପର୍ଯ୍ୟନ୍ତ ଅନଲାଇନ୍ ଆବେଦନ ପ୍ରକ୍ରିୟା ଚାଲିଥିଲା । ପ୍ରାର୍ଥୀଙ୍କୁ ଆକାଉଣ୍ଟସ ଆସିଷ୍ଟାଣ୍ଟ ଗ୍ରେଡ-୨, ଆସିଷ୍ଟାଣ୍ଟ ଗ୍ରେଡ-୩, ଏଗଜିକ୍ୟୁଟିଭ ଆସିଷ୍ଟାଣ୍ଟ, ଫିଲ୍ଡ ଆସିଷ୍ଟାଣ୍ଟ ଗ୍ରେଡ-୨, ଫିଲ୍ଡ ଆସିଷ୍ଟାଣ୍ଟ ଗ୍ରେଡ-୩ ଆଦି ବିଭିନ୍ନ ପଦରେ ନିଯୁକ୍ତି ଦିଆଯିବ ।ତେବେ ଉକ୍ତ ସମସ୍ତ ପଦ ପାଇଁ କମ୍ପ୍ୟୁଟର ବେସଡ ଟେଷ୍ଟ (ସିବିଟି) ମୋଡ଼ରେ ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ । ସେନେଇ ଗତ ୧୨ ତାରିଖରେ ପରୀକ୍ଷା ତାରିଖ ଘୋଷଣା ହୋଇଥିବା ବେଳେ ଆଜି ସମସ୍ତ ପଦ ପାଇଁ ଆଡମିଟ୍ କାର୍ଡ ଜାରି କରାଯାଇଛି । ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ଓଏଫଡିସିର ଅଫିସିଆଲ ୱେବସାଇଟକୁ ଯାଇ ନିଜ ନିଜର ଆଡମିଟ୍ କାର୍ଡ ଡାଉନଲୋଡ୍ କରିପାରିବେ ।
Trending
- ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ମା ଓ ଦୁଇ ଝିଅ
- ନଗଣନା ପାଇଁ ବିଳମ୍ବ ହେବ ପଞ୍ଚାୟତ ଓ ପୌର ନିର୍ବାଚନ – ରାଜ୍ୟ ନିର୍ବାଚନ କମିଶନ ସଚିବ ସନ୍ତୋଷ ଦାସ
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ