ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପାଇଁ ତାରିଖ ଘୋଷଣା କରାଯାଇଛି । ଆସନ୍ତା ମେ ମାସ ୬ ତାରିଖରେ ଓଜେଇଇ ଅନୁଷ୍ଠିତ ହେବ । ମେ ୬ରୁ ୧୦ ତାରିଖ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ । ରାଜ୍ୟ ଭିତରେ ୩୦ଟି କେନ୍ଦ୍ରରେ ଓ ରାଜ୍ୟ ବାହାରେ ୩ଟି କେନ୍ଦ୍ରର ଛାତ୍ରଛାତ୍ରୀମାନେ ଏହି ପରୀକ୍ଷା ଦେବେ । ଓଜେଇଇ ପରୀକ୍ଷା ପାଇଁ ଛାତ୍ରଛାତ୍ରୀମାନେ ଆଜିଠାରୁ ମାର୍ଚ୍ଚ ୧୫ ତାରିଖ ପର୍ଯ୍ୟନ୍ତ ରେଜିଷ୍ଟ୍ରେସନ କରିପାରିବେ ।
Trending
- ରାଜ୍ୟ ରାଜନୀତିର ଦୁଇ ପ୍ରମୁଖ ଦଳ ବିଜେଡି ଆଉ ବିଜେପିର ମୁଖିଆ ଏବେ ଦିଲ୍ଲୀ ଗସ୍ତରେ
- ନବୀନ କାହାକୁ ସମର୍ଥନ କରିବେ ?
- ପିତୃପକ୍ଷ ଆରମ୍ଭ
- ନିର୍ମିତ ରୋପୱେ ଭାଙ୍ଗି 6 ମୃତ
- ଆପଣଙ୍କର ଚାରି ଚକିଆ ଯାନ ଅଛି କି? ଆଉ ସୁଭଦ୍ରା ଟଙ୍କା ମିଳିବନି
- ସରକାରୀ ଅଫିସରେ BSNL ନେଟ୍ଓ୍ବର୍କ ବାଧ୍ୟତାମୂଳକ
- ପ୍ରଧାନମନ୍ତ୍ରୀ ଗୁରୁ ଦିବସରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି
- ଜିଏସଟି ସଂସ୍କାର ଦୁଗ୍ଧ ଚାଷୀମାନଙ୍କୁ ସଶକ୍ତ କରିବା ସହ ଗ୍ରାମୀଣ ଅର୍ଥବ୍ୟବସ୍ଥାକୁ ସୁଦୃଢ଼ କରିବ: ପ୍ରଧାନମନ୍ତ୍ରୀ
- ଗୁରୁ ହିଁ ସାକ୍ଷାତ ଈଶ୍ବର
- ଭାରତ ବନ୍ଦ କରିବ କି ୟୁକ୍ରେନ ଯୁଦ୍ଧ
Prev Post
Next Post