ଆସନ୍ତା ଅଗଷ୍ଟ ମାସ ୩ ତାରିଖ (ଶନିବାର) ଦିନ ଫାର୍ମାସିଷ୍ଟ ଓ ମଲ୍ଟିପର୍ପୋଜ ସ୍ୱାସ୍ଥ୍ୟ କର୍ମୀ (ପୁରୁ) ପଦ ପାଇଁ ଲିଖିତ ପରୀକ୍ଷା ଆୟୋଜିତ ହେବ । ମିଳତ ନିଯୁକ୍ତି ପରୀକ୍ଷା-୨୦୨୩ (୩) ଅଧିନରେ କମ୍ପ୍ୟୁଟର ବେସଡ୍ ରିକ୍ରୁଟମେଣ୍ଟ ଟେଷ୍ଟ (ସିବିଆରଟି) ଜରିଆରେ ଏହି ପରୀକ୍ଷା ହେବ । ପରୀକ୍ଷା ତାରିଖ, ଭେନ୍ୟୁ, ସମୟ, କେନ୍ଦ୍ର ବାବଦରେ ସବିଶେଷ ତଥ୍ୟ ଆଡମିଟ୍ କାର୍ଡରେ ଉଲ୍ଲେଖ ରହିବ । ପରୀକ୍ଷାର ୧୫ ଦିନ ପୂର୍ବରୁ ଆଡମିଟ୍ କାର୍ଡ ଜାରି କରାଯିବ । ଏନେଇ ଓଡ଼ିଶା ଅଧସ୍ତନ କର୍ମଚାରୀ ଚୟନ ଆୟୋଗ (ଓଏସଏସଏସସି) ତରଫରୁ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦିଆଯାଇଛି । ଏଥିସହିତ ନିୟମିତ ଭାବେ ୱେବସାଇଟ୍ ଚେକ୍ କରିବାକୁ ପ୍ରାର୍ଥୀଙ୍କୁ କୁହାଯାଇଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post